ମୋଦିଙ୍କୁ ପୁଣି ଏକ ନୂଆ ସମ୍ମାନ

ନୂଆଦିଲ୍ଲୀ: ପ୍ରଥମଥର କ୍ଷମତା ଦଖଲ କରିବା ପରେ ଦେଶରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ସମ୍ମାନିତ ହେବେ। ଏହି ସ୍ୱଚ୍ଛ ଭାରତ ଅଭିଯାନ ପାଇଁ ତାଙ୍କୁ ବିଲ୍ ଓ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ୍‌ ପକ୍ଷରୁ ସମ୍ମାନିତ କରାଯିବ।

ଚଳିତ ମାସ ଶେଷ ଆଡ଼କୁ ମୋଦି ଆମେରିକା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ହିଁ ଫାଉଣ୍ଡେସନ ପକ୍ଷରୁ ତାଙ୍କୁ ସମ୍ମାନିତ କରାଯିବ। ପିଏମଓର ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ତୋମାର କହିଛନ୍ତି, “ଆଉ ଏକ ଐତିହାସିକ ନିଷ୍ପତ୍ତି ପାଇଁ  ଆଉ ଏକ ପୁରସ୍କାର ମିଳିବ। ଏହା ସମସ୍ତ ଭାରତୀୟଙ୍କ ପାଇଁ ଗର୍ବର ବିଷୟ।

ପ୍ରଧାନମନ୍ତ୍ରୀ ଦେଶରେ ଯେଉଁ ନୂଆ ଅଭିଯାନ ଆରମ୍ଭ କରିଥିଲେ, ତା’କୁ ସମଗ୍ର ବିଶ୍ୱ ପସନ୍ଦ କରିଛି। ପ୍ରଧାନମନ୍ତ୍ରୀଙ୍କ ସ୍ୱଚ୍ଛ ଭାରତ ଅଭିଯାନକୁ ସାରା ବିଶ୍ୱରେ ପ୍ରଶଂସା କରାଯାଉଛି। ସେ ଆମେରିକା ଗସ୍ତରେ ଗଲେ ତାଙ୍କୁ ବିଲ୍ ଓ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ପକ୍ଷରୁ ସମ୍ମାନିତ କରାଯିବ।”

ଆହୁରି ପଢ଼ନ୍ତୁ

କିଛି ଦିନ ତଳେ କମିଥିଲା, ଏବେ ପୁଣି ବଢ଼ିଲା ସୁନା ଦର

୨୩ ଜଣ ବନ୍ଧୁଙ୍କୁ ନେଇ ରେଷ୍ଟୁରାଣ୍ଟରେ ପହଞ୍ଚିଲେ ଗର୍ଲଫ୍ରେଣ୍ଡ; ବିଲ୍‌ ଦେଖି ଦୌଡି ପଳାଇଲେ ପ୍ରେମିକ

ହାଥରସ୍‌ ଘଟଣା ପରେ ଧର୍ମ ପରିବର୍ତ୍ତନ କଲେ ବାଲ୍ମିକୀ ସମାଜର ୫୦ ପରିବାର

ପାକିସ୍ତାନରେ ବିସ୍ଫୋରଣ: ୩ ମୃତ

ଶତ୍ରୁ ପାଖରେ ବି ମହନୀୟତା ଦେଖାଇଲେ ଭାରତୀୟ ଯବାନ; ଧରାପଡ଼ିଥିବା ଚୀନ ସେନାଙ୍କୁ ଫେରାଇ ଦେଲେ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ରୁ କେମିତି ଶେୟାର୍ ହେଲା ପର୍ଣ୍ଣୋଗ୍ରାଫିକ୍ ଭିଡିଓ ?‌

୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କଲା ସେନା; ଦୁଇ ଦିନରେ ୪ ମୃତ

ଡ୍ରଗ୍ସ କାରବାର ମାମଲାରେ ବିଚାର କରୁଥିବା NDPSର ସ୍ୱତନ୍ତ୍ର ବିଚାରପତିଙ୍କୁ ବୋମାମାଡ଼ ଧମକ: ଦୁଇ ଅଟକ

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ ହ୍ୟାକ୍

ଚୀନ୍‌ର କରୋନା ଭ୍ୟାକ୍ସିନ ସମ୍ପୂର୍ଣ୍ଣ ସୁରକ୍ଷିତ: ବ୍ରାଜିଲ୍‌

You might also like