ଦିଲ୍ଲୀ ହିଂସା ଘଟଣା: ପୂର୍ବତନ JNU ଛାତ୍ର ଉମର ଖାଲିଦ ଗିରଫ

ନୂଆଦିଲ୍ଲୀ: ଚଳିତ ବର୍ଷ ଫେବୃଆରୀରେ ହୋଇଥିବା ଦିଲ୍ଲୀ ହିଂସା ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ଜେଏନ୍‌ୟୁର ପୂର୍ବତନ ଛାତ୍ର ଉମର ଖାଲିଦଙ୍କୁ ଗିରଫ କରାଯାଇଛି।

୧୧ ଘଣ୍ଟାର ମାରାଥନ ଜେରା ପରେ ଦିଲ୍ଲୀ ପୋଲିସ୍‌ର ସ୍ୱତନ୍ତ୍ର ସେଲ୍ ଗତକାଲି ବିଳମ୍ବିତ ରାତିରେ ତାଙ୍କୁ ଗିରଫ କରିଛି।

ଦିଲ୍ଲୀ ହିଂସାରେ ଲୋକଙ୍କୁ ଉତ୍ତେଜିତ କରିବା ଓ ଭଙ୍ଗାଭଙ୍ଗି ଘଟଣାରେ ଉମରଙ୍କୁ ଗିରଫ କରାଯାଇଛି। ଏହାସହ ତାଙ୍କ ବିରୋଧରେ ଲଗାଇଯାଇଛି Unlawful Activities (Prevention) Act।

ଆହୁରି ପଢ଼ନ୍ତୁ

ରାହୁଲ ଓ ପ୍ରିୟଙ୍କାଙ୍କ ନାଁରେ ଥାନାରେ ମାମଲା ରୁଜୁ

ଏମିତି ଅବସ୍ଥାରେ ଉଦ୍ଧାର ହେଲା ନାବାଳିକାଙ୍କ ମୃତଦେହ

ସିବିଆଇ ତଦନ୍ତ ଦାବି କଲେ ହାଥରସ ପୀଡ଼ିତାଙ୍କ ଭାଇ; କହିଲେ, ବାପା ଚାପରେ ବୟାନ ଦେଇଛନ୍ତି

ହାଥରସ ପୀଡ଼ିତା ବାପାକୁ ଧମକାଉଥିଲେ କି ଡିଏମ୍‌? ଭିଡିଓ ଭାଇରାଲ୍

ହାଥରସ ପୀଡ଼ିତାଙ୍କ ସହ ଦୁଷ୍କର୍ମ ହୋଇନି: ୟୁପି ପୋଲିସ

କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କୁ କରୋନା

ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତିରେ ମୁଁ ସନ୍ତୁଷ୍ଟ, ଏଥିପାଇଁ କାହାର ଧାରଣା ଦେବା ଆବଶ୍ୟକ ନାହିଁ: ହାଥରସ ପୀଡ଼ିତାଙ୍କ ବାପା

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୮ ହଜାର ପାର୍

ପୋଲିସ କର୍ମୀ ଅଟକାଉଥିବା ବେଳେ ଠେଲାପେଲାରେ ତଳେ ପଡ଼ିଗଲେ ରାହୁଲ ଗାନ୍ଧି

ପୁଣି ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଘଂନ; ୩ ଭାରତୀୟ ଯବାନ ସହିଦ

ଲକ୍‌ଡାଉନ୍ ବେଳେ ବୁକ୍‌ ହୋଇଥିବା ଟିକେଟ୍‌ର ପୂରା ଟଙ୍କା ଫେରସ୍ତ ପାଇବେ ଯାତ୍ରୀ

ମାରଣା ଷଣ୍ଢ କବଳରୁ ଜେଜେ ମା’ଙ୍କୁ ଉଦ୍ଧାର କଲା କୁନି ନାତି

You might also like