କୃଷି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ନୂଆଦିଲ୍ଲୀ: ୩ଟି କୃଷି ବିଲ୍ ଉପରେ ସ୍ୱାକ୍ଷର କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ସଂସଦର ଉଭୟ ଗୃହରେ ପାରିତ ପରେ ରାଷ୍ଟ୍ରପତି ଅନୁମୋଦନ କରିଛନ୍ତି। ଅନୁମୋଦନ ପରେ କୃଷି ବିଲ୍ ଆଇନରେ ପରିଣତ ହୋଇଛି।

ଆଇନରେ ପରିଣତ ହୋଇଥିବା ୩ ବିଲ୍‌ ହେଲା ଚାଷୀଙ୍କ ଉତ୍ପାଦିତ ସାମଗ୍ରୀର ବ୍ୟାପାର ଓ ବାଣିଜ୍ୟ (ପ୍ରସାର ଓ ସୁଗମତା) ବିଲ୍, ୨୦୨୦, ମୂଲ୍ୟ ପ୍ରତିଶ୍ରୁତି ଉପରେ କୃଷକଙ୍କ (ସଶକ୍ତୀକରଣ ଓ ସୁରକ୍ଷା) ଚୁକ୍ତି ବିଲ୍ ଓ  ଅତ୍ୟାବଶ୍ୟକ ସାମଗ୍ରୀ(ସଂଶୋଧନ) ବିଲ୍‌ ୨୦୨୦।

କୃଷି ବିଲ୍‌କୁ ବିରୋଧ କରି ବିଭିନ୍ନ ସ୍ଥାନରେ ଆନ୍ଦୋଳନ ଚାଲିଛି। ଗତକାଲି ଏହି ବିଲ୍‌କୁ ଚାଷୀ ମାରଣା କହି ବିଜେପିର ପୁରୁଣା ସହଯୋଗୀ ଶିରୋମଣି ଅକାଳି ଦଳ ଏନଡିଏକୁ ବାଏବାଏ କହିଥିଲା। ଏଥିସହ ପଞ୍ଜାବ, ହରିଆଣା ଓ ଉତ୍ତର ପ୍ରଦେଶ ଭଳି ରାଜ୍ୟରେ ଚାଷୀମାନେ ନୂଆ କୃଷି ବିଲ୍‌କୁ ଜୋରଦାର ବିରୋଧ କରୁଛନ୍ତି।

ଆହୁରି ପଢ଼ନ୍ତୁ

ଭୂମିକମ୍ପ ଓ ସୁନାମିରେ ୧୭ ମୃତ, ୭୦୦ରୁ ଅଧିକ ଆହତ

୧୦ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ଫାଶୀ

ଗ୍ରୀସ୍ ଓ ତୁର୍କୀରେ ଭୟଙ୍କର ଭୂମିକମ୍ପ, ମାଡ଼ିଆସିଲା ସୁନାମି !

ଅଭିନନ୍ଦନଙ୍କୁ ଛାଡ଼ିବା ପାଇଁ କୌଣସି ଚାପ ପଡ଼ି ନ ଥିଲା-ସଫେଇ ଦେଲେ ଇମ୍ରାନ

ଆରୋଗ୍ୟ ସେତୁ ଆପ୍ସର ତଥ୍ୟ ଖିଲାପ କରିଥିବା ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବାପାଙ୍କୁ ହତ୍ୟା କରିବା ପରେ କ୍ରାଇମ୍‌ ଶୋ’ରୁ ଆଇଡିଆ ନେଇ ପ୍ରମାଣ ନଷ୍ଟ କଲା ପୁଅ

ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ବର୍ଷିଲେ ପ୍ରଧାନମନ୍ତ୍ରୀ

ସେକ୍ସ ଗୁରୁଙ୍କୁ ମିଳିଲା ସଜା, ଜେଲରେ ରହିବେ ୧୨୦ ବର୍ଷ

ଦିୱାଲିରେ ଏହିସବୁ ସ୍ମାର୍ଟଫୋନ୍‌ ଉପରେ ମିଳୁଛି ବମ୍ପର ଅଫର୍‌

କରୋନା ଆକ୍ରାନ୍ତଙ୍କ ଚିକିତ୍ସାରେ ସହାୟକ ହେବ ବିସିଜି ଟିକା

ବିବାହ ଉତ୍ସବରେ ଯୋଗଦେଇ ଫେରୁ ଥିବାବେଳେ ଓଲଟିଲା ଭ୍ୟାନ୍‌; ୬ ମୃତ

ମଦ ଢାଳି ଭୂମି ପୂଜନ କଲେ ବିଧାୟକ

You might also like