ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅସୁସ୍ଥ ହୋଇପଡ଼ିଥିବା ସୂଚନା

ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅସୁସ୍ଥ ହୋଇପଡ଼ିଥିବା ସୂଚନା ମିଳିଛି। ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ଦିଲ୍ଲୀ ସ୍ଥିତ ଆର୍ମି ହସ୍ପିଟାଲକୁ ଆଜି ସକାଳେ ରାଷ୍ଟ୍ରପତି ଚେକ୍ଅପ୍ ପାଇଁ ଯାଇଥିଲେ। ସେଠାରେ ରାଷ୍ଟ୍ରପତିଙ୍କର ରୁଟିନ୍‌ ଚେକ୍ଅପ୍ ହେବା ସହ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଭଲ ଥିବା ହସ୍ପିଟାଲ୍ ସୂତ୍ରରୁ ଜଣାପଡ଼ିଛି।

ସୂଚନାଥାଉ କି, ଗତ ସପ୍ତାହରେ ଓଡ଼ିଶା ଗସ୍ତରେ ଆସିଥିଲେ ରାଷ୍ଟ୍ରପତି। ଏହି ଗସ୍ତ ସମୟରେ ରାଷ୍ଟ୍ରପତି ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ କରିବା ସହ କୋଣାର୍କ ଯାଇଥିଲେ

You might also like