ମାସ୍କ ତିଆରି କଲେ ରାଷ୍ଟ୍ରପତିଙ୍କ ପତ୍ନୀ

ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପତ୍ନୀ ସବିତା କୋବିନ୍ଦ କରୋନା ଲଢ଼େଇରେ ନିଜକୁ ସମର୍ପିତ କରିଛନ୍ତି। ଦେଶର ପ୍ରଥମ ମହିଳା ହୋଇଥିଲେ ହେଁ ସବିତା କୋବିନ୍ଦ, କରୋନା କବଳରୁ ଲୋକଙ୍କୁ ସୁରକ୍ଷା ଦେବା ପାଇଁ ସିଲେଇ ମେସିନ୍‌ ସାହାଯ୍ୟରେ ମାସ୍କ ତିଆରି କରିଛନ୍ତି।

ରାଷ୍ଟ୍ରପତି ଇଷ୍ଟେଟର ଶକ୍ତି ହାଟରେ ସବିତା କୋବିନ୍ଦ ମାସ୍କ ସିଲେଇ କରୁଥିବା ଦେଖିବାକୁ ମିଳିଛି। ଦିଲ୍ଲୀ ଅର୍ବାନ ଶେଲଟର ଉନ୍ନତିକରଣ ବୋର୍ଡ ପକ୍ଷରୁ ଗଠନ ହୋଇଥିବା ବିଭିନ୍ନ ଶେଲଟର ହୋମରେ ରହୁଥିବା ଲୋକଙ୍କୁ ଏହି ମାସ୍କ ପ୍ରଦାନ କରାଯିବ।

ସିଲେଇ ବେଳେ ସବିତା କୋବିନ୍ଦ ମଧ୍ୟ ନିଜ ମୁହଁକୁ ହାତ ତିଆରି ମାସ୍କରେ ଘୋଡ଼ାଇ ରଖିଥିବା ଦେଖିବାକୁ ମିଳିଛି।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

କରୋନାର ଭୟଙ୍କର ପ୍ରଭାବ ବିଷୟରେ କ’ଣ କହିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ?

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଉମା ଭାରତୀଙ୍କୁ କରୋନା

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

WHO ସତର୍କବାଣୀ; କରୋନାରେ ୨୦ ଲକ୍ଷ ଲୋକଙ୍କ ଜୀବନ ଯିବ

You might also like