ପ୍ରୟାଗରାଜରେ ବୁଡ଼ ପକାଇଲେ ମୋଦି

ପ୍ରୟାଗରାଜ୍‌ : ପ୍ରୟାଗରାଜ୍‌ରେ ବୁଡ଼ ପକାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଥମେ ମୋଦି ତ୍ରିବେଣୀ ସଂଗମରେ ସ୍ନାନ କରିବା ସହ ଗଙ୍ଗା ମାଆଙ୍କୁ ପୂଜାର୍ଚ୍ଚନା କରିଥିଲେ। ମହା ଆଳତି କାର୍ଯ୍ୟକ୍ରମରେ ଯୋଗଦେଇ ଆଶିଷ ଲାଭ କରିଥିଲେ।

ଏହାପରେ କୁମ୍ଭମେଳାରେ କାର୍ଯ୍ୟରତ ସଫେଇ କର୍ମଚାରୀଙ୍କ ସେବା କରିଛନ୍ତି ପ୍ରଧାନମନ୍ତ୍ରୀ। ସଫେଇ କର୍ମଚାରୀଙ୍କୁ ବସାଇ ସେମାନଙ୍କ ଗୋଡ଼ ଧୋଇ ଦେଇଥିଲେ ମୋଦି।

( ସୌଜନ୍ୟ : ANI)

ଏହା ସହ ସଫେଇକୁ ବ୍ରତ କରିଥିବାରୁ କର୍ମଚାରୀଙ୍କୁ ପ୍ରଶଂସା କରିଥିଲେ। ମେଳାର ୨୦-୨୨ କୋଟି ଶ୍ରଦ୍ଧାଳୁଙ୍କ ସମାଗମ ସ୍ଥଳକୁ ସଫା କରିବା ବହୁତ ବଡ଼ କାମ ବୋଲି ମୋଦି କହିଛନ୍ତି।

ଆହୁରି ପଢ଼ନ୍ତୁ

କମିଲା ସୁନା ଓ ରୂପା ଦର

ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ…

ଶିବାଙ୍ଗୀ ସିଂ ହେବେ ଲଢୁଆ ବିମାନ ରାଫେଲ୍‌ର ପ୍ରଥମ ମହିଳା ପାଇଲଟ୍‌

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

You might also like