ଅସୁସ୍ଥ ଶିଶୁକୁ ବିମାନରେ ଏମ୍ସ ପଠାଇ ପ୍ରଶଂସା ସାଉଁଟିଲେ ପ୍ରିୟଙ୍କା

ନୂଆଦିଲ୍ଲୀ: ଟ୍ୟୁମର ରୋଗରେ ପୀଡ଼ିତ ଜଣେ ଅଢ଼େଇ ବର୍ଷର ଶିଶୁକନ୍ୟାକୁ ଏକ ଘରୋଇ ବିମାନରେ ଦିଲ୍ଲୀ ସ୍ଥିତ ଏମ୍ସକୁ ପଠାଇବାର ବ୍ୟବସ୍ଥା କରି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା ଖୁବ ପ୍ରଶଂସା ସାଉଣ୍ଟିଛନ୍ତି। ଶିଶୁକନ୍ୟାଟି ପୂର୍ବରୁ ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଥିବା କମଳା ନେହରୁ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିଲା।

ତା’ ଅବସ୍ଥା ସଙ୍କଟାପନ୍ନ ହେବାରୁ ଡାକ୍ତର ତାଙ୍କ ଉତ୍ତମ ଚିକିତ୍ସା ପାଇଁ ଏମ୍ସ ପଠାଇବାକୁ କହିଥିଲେ। ହେଲେ ଗରିବ ପରିବାରର ଏହି ଶିଶୁକନ୍ୟାକୁ କେମିତି ଏମ୍ସକୁ ତୁରନ୍ତ ସ୍ଥାନାନ୍ତର କରିହେବ, ତା’କୁ ନେଇ ସମସ୍ତଙ୍କ ଚିନ୍ତା ବଢ଼ି ଯାଇଥିଲା।

କଂଗ୍ରେସ ପାଇଁ ଉତ୍ତର ପ୍ରଦେଶରେ ପ୍ରଚାର କରୁଥିବା ରାଜୀବ ଶୁକ୍ଳା ଏ ବିଷୟରେ ଖବର ପାଇ ପ୍ରିୟଙ୍କାଙ୍କୁ ଏଥିରେ ସାହାଯ୍ୟ କରିବାକୁ ନିବେଦନ କରିଥିଲେ। ପ୍ରିୟଙ୍କା ଖବର ପାଇବା କ୍ଷଣି ତୁରନ୍ତ ସହଯୋଗର ହାତ ବଢ଼ାଇଥିଲେ। ସେ ନିଜ ପକେଟ୍‌ରୁ ଟଙ୍କା ଖର୍ଚ୍ଚ କରି ଶିଶୁକନ୍ୟା ଏବଂ ତାଙ୍କ ପରିବାରକୁ ଏକ ଘରୋଇ ବିମାନରେ ଦିଲ୍ଲୀ ଏମ୍ସକୁ ପଠାଇବାକୁ ବ୍ୟବସ୍ଥା କରିଥିଲେ।

ଆହୁରି ପଢ଼ନ୍ତୁ

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦକ୍ଷିଣ କୋରିଆ ଅଧିକାରୀଙ୍କୁ ଗୁଳି କରି ହତ୍ୟା କରିବା ପରେ ଜାଳିଦେଲେ

ସାଇକେଲ ଧରି ମନ ଖୁସିରେ ଖେଳୁଥିଲେ ପିଲା, ଏପଟେ ଛକି ବସିଥିଲା ମାଉଣ୍ଟେନ ଲାୟନ

ଭାରତରେ Harley-Davidsonର ପ୍ରଡକ୍ଟ ଓ ସେଲ୍ ବନ୍ଦ

ଗଲୱାନ ସଂଘର୍ଷରେ କେତେ ସୈନିକଙ୍କୁ ହରାଇଛି, ହିସାବ ଦେଲା ଚୀନ

୧୨ ବର୍ଷର ନାବାଳକଙ୍କ ସମେତ ୩ ଜଣଙ୍କ ଉପରେ ଚଢ଼ିଗଲା ବସ୍‌

କୃଷି ବିଲ୍‌ ବିରୋଧରେ ଚାଷୀଙ୍କ ‘ଭାରତ ବନ୍ଦ’ ଡାକରା ଆଜି

କମିଲା ସୁନା ଓ ରୂପା ଦର

ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ…

ଶିବାଙ୍ଗୀ ସିଂ ହେବେ ଲଢୁଆ ବିମାନ ରାଫେଲ୍‌ର ପ୍ରଥମ ମହିଳା ପାଇଲଟ୍‌

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

You might also like