ଇପିଏଫ୍ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର; ବଢ଼ିଲା ସୁଧହାର

ନୂଆଦିଲ୍ଲୀ: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି(ଇପିଏଫ୍) ଆକାଉଣ୍ଟଧାରୀଙ୍କୁ ଆଜି କେନ୍ଦ୍ର ସରକାର ଖୁସି ଖବର ଦେଇଛନ୍ତି। ଇପିଏଫ୍‌ଓର ସିବିଟି ସୁଧହାର ବୃଦ୍ଧି କରିବାକୁ ଯେଉଁ ପ୍ରସ୍ତାବ ଦେଇଥିଲା, ତା’କୁ କେନ୍ଦ୍ର ସରକାର ଅନୁମୋଦନ ଦେଇଛନ୍ତି।

ଏ ସମ୍ପର୍କରେ ଆଜି କେନ୍ଦ୍ର ଶ୍ରମମନ୍ତ୍ରୀ ସନ୍ତୋଷ ଗଙ୍ଗୱାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ଇପିଏଫ୍‌ ଆକାଉଣ୍ଟଧାରୀ ନିଜର ଜମା ରାଶି ଉପରେ ୮.୬୫% ସୁଧ ପାଇବେ। ଏହାଦ୍ୱାରା ପ୍ରାୟ ୬ କୋଟିରୁ ଅଧିକ ଲୋକ ଫାଇଦା ପାଇବେ। ପୂର୍ବରୁ ଇପିଏଫ୍ଓ ସୁଧହାର ୮.୫୫% ରହିଥିଲା।

 

ଚଳିତ ବର୍ଷ ଫେବୃଆରୀ ମାସରେ ଇପିଏଫ୍ଓର ସେଣ୍ଟ୍ରାଲ୍ ବୋର୍ଡ ଅଫ୍ ଟ୍ରଷ୍ଟିଜ୍‌(ସିବିଟି)ର ବୈଠକରେ ସମସ୍ତ ସଦସ୍ୟ ସୁଧହାର ବୃଦ୍ଧି ସପକ୍ଷରେ ମତ ରଖିଥିଲେ। ସୁଧହାରକୁ ୮.୫୫%ରୁ ୮.୬୫%କୁ ବୃଦ୍ଧି କରିବା ପାଇଁ ସମସ୍ତ ସଦସ୍ୟ ପ୍ରସ୍ତାବ ଦେଇଥିଲେ। ଏହାପରେ ସଦସ୍ୟମାନଙ୍କ ସୁପାରିସକୁ ଚୂଡ଼ାନ୍ତ ମଞ୍ଜୁରୀ ପାଇଁ ଅର୍ଥ ମନ୍ତ୍ରଣାଳୟକୁ ପଠାଯାଇଥିଲା।

ଆହୁରି ପଢ଼ନ୍ତୁ

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ଚୀନକୁ ଚେକ୍ ଦେବା ପାଇଁ LACରେ ଜଗିଛି ’ନିର୍ଭୟ’

You might also like