ପ୍ରସିଦ୍ଧ ଲେଖକ ରାହତ ଇନ୍ଦୋରି କରୋନା ପଜିଟିଭ

ନୂଆଦିଲ୍ଲୀ: ପ୍ରସିଦ୍ଧ ଗୀତିକାର ଓ କବି ରାହତ ଇନ୍ଦୋରି କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ଆଜି ସେ ନିଜ ଟ୍ୱିଟ୍‌ରରେ ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଗତ କାଲି କୋଭଡ -୧୯ର ଲକ୍ଷଣ ଆରମ୍ଭ ହେବାର ମୁଁ ଜାଣିବାକୁ ପାଇଥିଲି। ଏନେଇ ଗତକାଲି ମୁଁ କରୋନା ପରୀକ୍ଷା କରିଥିଲି। ଯାହାର ରିପୋର୍ଟ ପଜିଟିଭ ଆସିଥିଲା। ସେ ଅରୋବିନ୍ଦୋ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

Renowned poet Rahat Indori admitted to hospital after testing ...

ଏନେଇ  ରାହତ ଇନ୍ଦୋରି ପ୍ରଂଶସକମାନଙ୍କୁ ଅପିଲ୍‌ କରିଛନ୍ତି ଯେ ତାଙ୍କର ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସୂଚନା ପାଇଁ ତାଙ୍କୁ କି ତାଙ୍କ ପରିବାର ସଦସ୍ୟଙ୍କୁ ବାରମ୍ବାର ଫୋନ୍‌ କରି ହଇରାଣ ନକରିବା ପାଇଁ। ଏନେଇ ଟ୍ୱିଟ୍‌ର ଓ ଫେସ୍‌ବୁକ୍‌ ମଧ୍ୟାମରେ ସମସ୍ତ ସୂଚନା ଦିଆଯିବ।

Celebrated poet Rahat Indori tests positive for coronavirus ...

ଦେଶରେ ହୁ ହୁ ହୋଇ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଦିନକରେ ୫୩ ହଜାର ୬୦୧ ଆକ୍ରାନ୍ତ ହୋଇଛନ୍ତି। ସେହିପରି ଦିନକରେ ୮୭୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ଦେଶରେ କରୋନାଜନିତ ମୃତ ସଂଖ୍ୟା ୪୫ ହଜାର ୨୫୭କୁ ବୃଦ୍ଧି ପାଇଛି। ଏନେଇ ସୂଚନା ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ।

Power cut problem raised by Rahat Indori and twitter flow with Replies

ବର୍ତ୍ତମାନ ସୁଦ୍ଧା ୧୫,୮୩,୪୮୯ ଜଣ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ କେସ୍ ୬,୩୯,୯୨୯ ରହିଛି। ମହାରାଷ୍ଟ୍ରରେ ସର୍ବାଧିକ ୧୮ ହଜାର ୫୦ ଜଣଙ୍କ ମୃତ୍ୟୁ ହୋଇଛି। ତାମିଲନାଡୁରେ ୫୦୪୧, ଦିଲ୍ଲୀ- ୪୧୩୧, କର୍ଣ୍ଣାଟକରେ ୩୩୧୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

 

 

ଆହୁରି ପଢ଼ନ୍ତୁ

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

‘କରୋନାରୁ ଆରୋଗ୍ୟ ପରେ ବି ହୋଇପାରେ ସଂକ୍ରମଣ’

କରୋନା ଆରୋଗ୍ୟ ହାର: ଆମେରିକାକୁ ପଛରେ ପକାଇ ଭାରତ ଆଗରେ

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

You might also like