ରାହୁଲଙ୍କୁ ଖୁସିରେ ଚୁମ୍ବନ କଲେ ! ଭିଡିଓ ଭାଇରାଲ୍

କେରଳ  : ରାହୁଲଙ୍କୁ ଖୁସିରେ ଚୁମ୍ବନ କଲେ କଂଗ୍ରେସ କର୍ମୀ। କେରଳ ବନ୍ୟା କ୍ଷତିଗସ୍ତ ଅଞ୍ଚଳ ପରିଦର୍ଶନରେ ଯାଇଥିଲେ ରାହୁଲ। ଏହି ଅବସରରେ ଭିଡ଼ ଭିତରରୁ ଜଣେ କର୍ମୀ ରାହୁଲଙ୍କୁ ଜାବୁଡ଼ି ଧରି ଚୁମ୍ବନ କରିଥିଲେ।

ଗାଡ଼ି ଭିତରେ ଥିବା ରାହୁଲ ଏଥି ପାଇଁ ସମ୍ମତି ମଧ୍ୟ ଦେଇଥିଲେ। ଚୁମ୍ବନ କରିବା ସହ ରାହୁଲଙ୍କୁ କିଛି ସମୟ ପାଇଁ ଆଲିଙ୍ଗନ କରିବାକୁ ଚେଷ୍ଟା କରିଛନ୍ତି ସଂପୃକ୍ତ ବ୍ୟକ୍ତି। ରାହୁଲଙ୍କୁ ଚୁମ୍ବନ ସମୟର ଭିଡିଓ ଏବେ ଭାଇରାଲ୍ ହେବାକୁ ଲାଗିଛି।

ଆହୁରି ପଢ଼ନ୍ତୁ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ରୁ କେମିତି ଶେୟାର୍ ହେଲା ପର୍ଣ୍ଣୋଗ୍ରାଫିକ୍ ଭିଡିଓ ?‌

୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କଲା ସେନା; ଦୁଇ ଦିନରେ ୪ ମୃତ

ଡ୍ରଗ୍ସ କାରବାର ମାମଲାରେ ବିଚାର କରୁଥିବା NDPSର ସ୍ୱତନ୍ତ୍ର ବିଚାରପତିଙ୍କୁ ବୋମାମାଡ଼ ଧମକ: ଦୁଇ ଅଟକ

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ ହ୍ୟାକ୍

ଚୀନ୍‌ର କରୋନା ଭ୍ୟାକ୍ସିନ ସମ୍ପୂର୍ଣ୍ଣ ସୁରକ୍ଷିତ: ବ୍ରାଜିଲ୍‌

ସନ୍ଧ୍ୟା ୬ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

୮୩ ଦିନ ପରେ ଆଶ୍ୱସ୍ତି; ଦିନକରେ ଚିହ୍ନଟ ହେଲେ ୫୦ ହଜାରରୁ କମ କରୋନା ଆକ୍ରାନ୍ତ

ଫେବ୍ରୁଆରି ସୁଦ୍ଧା ଦେଶର ଅଧା ଲୋକ କରୋନା ଆକ୍ରାନ୍ତ ହୋଇ ପାରନ୍ତି !

କଥା ଦେଇ କଥା ରଖିଲେ ରାହୁଲ, ଦୁଇ ଭଉଣୀଙ୍କୁ ଉପହାର ଦେଲେ ଘରର ଚାବି

କରୋନା ଆକ୍ରନ୍ତଙ୍କ ଖୁସି ପାଇଁ ନାଚିଲେ ଡାକ୍ତର, ଭିଡିଓ ଭାଇରାଲ

You might also like