ରାଫେଲ୍‌ ଡିଲ୍‌ ନେଇ ପ୍ରଧାନମନ୍ତ୍ରୀଙ୍କ ନିରବତାକୁ ରାହୁଲଙ୍କ ସମାଲୋଚନା

ନୂଆଦିଲ୍ଲୀ: ଲୋକସଭାରେ ରାଫେଲ୍‌ ତାତି ଦେଖିବାକୁ ମିଳିଛି। ରାଫେଲ୍ ଡିଲ୍ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ୍ କରିଛନ୍ତି କଂଗ୍ରେସ ସଭାପତି ରାହୁଲ ଗାନ୍ଧି। ସଂସଦରେ ରାଫେଲ୍‌ ଡିଲ୍ ନେଇ ଉତ୍ତର ଦେବାର ସାହସ ପ୍ରଧାନମନ୍ତ୍ରୀଙ୍କ ନାହିଁ ବୋଲି ରାହୁଲ କହିଛନ୍ତି।

କେବଳ ତାହା ନୁହେଁ ଏହି ପ୍ରସଙ୍ଗରେ ପୂରା ଦେଶ ପିଏମ୍‌ଙ୍କୁ ପ୍ରଶ୍ନ କରୁଛି ବୋଲି କହିଛନ୍ତି ରାହୁଲ। ପ୍ରଧାନମନ୍ତ୍ରୀ ଏହି ପ୍ରସଙ୍ଗରେ ନିଜ ଉତ୍ତର ରଖୁନଥିବା ସେ ଅଭିଯୋଗ କରିଛନ୍ତି।

You might also like