ଇଣ୍ଡିଆନ୍‌ ରେଲ୍‌ୱେର ନୂଆ ଜୋନ୍

ନୂଆଦିଲ୍ଲୀ: ଗଠନ ହେବ ରେଳବାଇର ନୂଆ ଜୋନ୍। ଆନ୍ଧ୍ରପ୍ରଦେଶ ପୁର୍ନଗଠନ ଆଇନ ୨୦୧୪ ଅନୁସାରେ ଏହି ଜୋନ୍ ଗଠନ କରାଯିବା ସହ ଏହାକୁ ସାଉଥ୍ କୋଷ୍ଟ ରେଲେଓ୍ୱ ନାଁରେ ନାମିତ କରାଯାଇଛି। ସବୁ ପକ୍ଷଙ୍କ ସହ ବଚାରବିମର୍ଶ ପରେ ନୂଆ ଜୋନ୍ ଗଠନ ଲାଗି ନିଷ୍ପତ୍ତି ହୋଇଥିବା ରେଳମନ୍ତ୍ରୀ ପୀୟୂଷ ଗୋୟଲ ସୂଚନା ଦେଇଛନ୍ତି।

ବିଶାଖାପାଟଣା ସାଉଥ୍ କୋଷ୍ଟ ରେଲୱେର ମୁଖ୍ୟାଳୟ ରହିବ ଗୁଣ୍ଟକଲ, ଗୁଣ୍ଟୁର୍ ଓ ବିଜୟଓ୍ୱାଡ଼ା ଡିଭିଜନ୍‌ କୁ ଏଥିରେ ସାମିଲ କରାଯାଇଛି। ସେହିପରି ଓ୍ୱାଲଟିୟର ଡିଭିଜନର ଅଧା ଏଥିରେ ମିଶିବ। ଅନ୍ୟପକ୍ଷରେ ଓ୍ୱାଲଟିୟର ଡିଭିଜନର ଅନ୍ୟ ଅଧା ଅଂଶ ଏକ ନୂଆ ଡିଭିଜନ୍‌ରେ ପରିଣତ ହୋଇ ଇଷ୍ଟ କୋଷ୍ଟ ରେଲୱେ ଅଧୀନରେ ରହିବ। ତେବେ ଏହାର ମୁଖ୍ୟାଳୟ ରାୟଗଡ଼ା ହେବ।

 

ଆହୁରି ପଢ଼ନ୍ତୁ

କମିଲା ସୁନା ଓ ରୂପା ଦର

ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ…

ଶିବାଙ୍ଗୀ ସିଂ ହେବେ ଲଢୁଆ ବିମାନ ରାଫେଲ୍‌ର ପ୍ରଥମ ମହିଳା ପାଇଲଟ୍‌

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

You might also like