ଆଗାମୀ ସାଧାରଣ ନିର୍ବାଚନ ପାଇଁ ବିଜେପିର ପ୍ରସ୍ତୁତି

ନୂଆଦିଲ୍ଲୀ: ଆଗାମୀ ସାଧାରଣ ନିର୍ବାଚନ ପାଇଁ ବିଜେପି ପ୍ରସ୍ତୁତି ଆରମ୍ଭ କରିଛି। ଗୃହମନ୍ତ୍ରୀ ରାଜନାଥ ସିଂ ଓ ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି।

ରାଜନାଥ ସିଂଙ୍କୁ ୨୦୧୯ ସାଧାରଣ ନିର୍ବାଚନ ପାଇଁ ବିଜେପିର ଇସ୍ତାହାର କମିଟିର ଅଧ୍ୟକ୍ଷ ଏବଂ ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲିଙ୍କୁ ପ୍ରଚାର କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି।

ଏଥିସହ ଆଗାମୀ ସାଧାରଣ ନିର୍ବାଚନ ପାଇଁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍ ଶାହ ୧୭ଟି ଗ୍ରୁପ୍‌ ମଧ୍ୟ ଗଠନ କରିଛନ୍ତି।
ବିଜେପିର ଏହି ନିର୍ବାଚନୀ କମିଟିରେ ରାଜନାଥ ସିଂ ଓ ଅରୁଣ ଜେଟ୍‌ଲିଙ୍କ ବ୍ୟତୀତ ପ୍ରତିରକ୍ଷା ମନ୍ତ୍ରୀ ନିର୍ମଳା ସୀତାରମଣ, ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ, ପରିବହନ ମନ୍ତ୍ରୀ ନିତିନ୍‌ ଗଡ଼କରୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ୱରାଜଙ୍କ ସମେତ ଅନ୍ୟ ଅଭିଜ୍ଞ ନେତାଙ୍କୁ ସାମିଲ କରାଯାଇଛି।

ଆହୁରି ପଢ଼ନ୍ତୁ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ରୁ କେମିତି ଶେୟାର୍ ହେଲା ପର୍ଣ୍ଣୋଗ୍ରାଫିକ୍ ଭିଡିଓ ?‌

୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କଲା ସେନା; ଦୁଇ ଦିନରେ ୪ ମୃତ

ଡ୍ରଗ୍ସ କାରବାର ମାମଲାରେ ବିଚାର କରୁଥିବା NDPSର ସ୍ୱତନ୍ତ୍ର ବିଚାରପତିଙ୍କୁ ବୋମାମାଡ଼ ଧମକ: ଦୁଇ ଅଟକ

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ ହ୍ୟାକ୍

ଚୀନ୍‌ର କରୋନା ଭ୍ୟାକ୍ସିନ ସମ୍ପୂର୍ଣ୍ଣ ସୁରକ୍ଷିତ: ବ୍ରାଜିଲ୍‌

ସନ୍ଧ୍ୟା ୬ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

୮୩ ଦିନ ପରେ ଆଶ୍ୱସ୍ତି; ଦିନକରେ ଚିହ୍ନଟ ହେଲେ ୫୦ ହଜାରରୁ କମ କରୋନା ଆକ୍ରାନ୍ତ

ଫେବ୍ରୁଆରି ସୁଦ୍ଧା ଦେଶର ଅଧା ଲୋକ କରୋନା ଆକ୍ରାନ୍ତ ହୋଇ ପାରନ୍ତି !

କଥା ଦେଇ କଥା ରଖିଲେ ରାହୁଲ, ଦୁଇ ଭଉଣୀଙ୍କୁ ଉପହାର ଦେଲେ ଘରର ଚାବି

କରୋନା ଆକ୍ରନ୍ତଙ୍କ ଖୁସି ପାଇଁ ନାଚିଲେ ଡାକ୍ତର, ଭିଡିଓ ଭାଇରାଲ

You might also like