ଅମରନାଥ ଦର୍ଶନ କଲେ ପ୍ରତିରକ୍ଷା ମନ୍ତ୍ରୀ

ଶ୍ରୀନଗର: ଶ୍ରୀନଗର ଗସ୍ତ ପୂର୍ବରୁ ପବିତ୍ର ଅମରନାଥ ମନ୍ଦିର ଦର୍ଶନ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ସିଡିଏସ୍ ବିପିନ ରାଓ୍ୱତଙ୍କ ସହ ମିଶି ରାଜନାଥ ଅମରନାଥ ମନ୍ଦିର ଦର୍ଶନ କରିଛନ୍ତି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ।

ମନ୍ଦିରରେ ଅମରନାଥଙ୍କ ଆଳତୀ କରିବା ସହ ପ୍ରଭୁ ବର୍ଫାନୀଙ୍କ ଆଶୀର୍ବାଦ ଲୋଡିଛନ୍ତି । ରାଜନାଥଙ୍କ ଦର୍ଶନ ପାଇଁ ଅମରନାଥରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ଗତକାଲି କୁଲଗାମରେ ହୋଇଥିବା ଏନକାଉଣ୍ଟରରେ ନିହତଅ ଆତଙ୍କବାଦୀମାନେ ଅମରନାଥରେ ବଡ ଧରଣର  ଆକ୍ରମଣ ପାଇଁ ପ୍ରସ୍ତୁତି ହେଉଥିବା ସୂଚନା ମିଳିଥିଲା। ଏହାପରେ ସେଠାରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି ।

ସେପଟେ ରାଜନାଥ ସିଂ ଆଜି ଶ୍ରୀନଗରର ଘାଟି ପରିଦର୍ଶନ କରି ଯବାନମାନଙ୍କ ସହ ଆଲୋଚନା କରିବେ । ଏଥିସହ ସୁରକ୍ଷା ସ୍ଥିତିର ସମୀକ୍ଷା କରିବେ । ଗତକାଲି  ଲେହର ଷ୍ଟକ୍ନା ଓ ଲୁକୁଙ୍ଗ୍ ଫରଓ୍ୱାର୍ଡ ପୋଷ୍ଟ ଯାଇ ସିଡିଏସ ଓ ସ୍ଥଳସେନା ମୁଖ୍ୟଙ୍କ ସହ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଥିଲେ ।

ଆହୁରି ପଢ଼ନ୍ତୁ

କମିଲା ସୁନା ଓ ରୂପା ଦର

ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ…

ଶିବାଙ୍ଗୀ ସିଂ ହେବେ ଲଢୁଆ ବିମାନ ରାଫେଲ୍‌ର ପ୍ରଥମ ମହିଳା ପାଇଲଟ୍‌

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

You might also like