ଆଜି ଆକାଶରେ ଦେଖାଯିବ ନୀଳ ଜହ୍ନ

ଆଜି ଆକାଶରେ ଦେଖାଯିବ ନୀଳ ଜହ୍ନ। ରାତିର ଆକାଶରେ ଆଜି ଚନ୍ଦ୍ର ଅଧିକ ଉଜ୍ୱଳ ଦେଖାଯିବ। ନୀଳଜହ୍ନ ବିଶ୍ୱର ପ୍ରାୟ ଅଧିକାଂଶ ଅଞ୍ଚଳକୁ ଦୃଶ୍ୟମାନ ହେବ।

ଭାରତରେ ରାତି ୮ଟା ୧୯ରେ ନୀଳଜହ୍ନ ଦୃଶ୍ୟମାନ ହେବ। ଇଂରାଜୀ କ୍ୟାଲେଣ୍ଡର ମାସରେ ଦୁଇଟି ପୂର୍ଣ୍ଣିମା ପଡ଼ିଲେ ଦ୍ୱିତୀୟ ପୂର୍ଣ୍ଣିମାର ପୂର୍ଣ୍ଣଚନ୍ଦ୍ରକୁ ନୀଳଜହ୍ନ ବୋଲି କୁହାଯାଏ। ଯାହାର ଚନ୍ଦ୍ରର ରଙ୍ଗ ସହ କୌଣସି ସମ୍ପର୍କ ନାହିଁ।

ତେବେ ଏହି ଘଟଣା ଅତ୍ୟନ୍ତ ବିରଳ। ଏହା ପୂର୍ବରୁ ୨୦୦୭ ମସିହା ଜୁନ୍ ୩୦ ତାରିଖରେ ଶେଷ ଥର ପାଇଁ ଏହି ବ୍ଲୁ ମୁନ୍ ଦେଖାଯାଇଥିଲା। ସେହିଭଳି ପରବର୍ତ୍ତୀ ବ୍ଲୁ ମୁନ୍ ୨୦୫୦ ମସିହା ସେପଟେମ୍ବର ୩୦ରେ ପଡ଼ିବ।

ନୀଳଜହ୍ନ ଉତ୍ତର ଆମେରିକା, ଦକ୍ଷିଣ ଆମେରିକା, ଆଫ୍ରିକା, ୟୁରୋପ ସମେତ ଏସିଆ ମହାଦେଶର ଅଧିକାଂଶ ଅଞ୍ଚଳରେ ମଧ୍ୟ ଦେଖାଦେବ।

ଆହୁରି ପଢ଼ନ୍ତୁ

କୋଭିଡ୍‌ ହସ୍ପିଟାଲ୍‌ରେ ଭୟାବହ ଅଗ୍ନିକାଣ୍ଡ, ଚାଲିଗଲା ୫ କରୋନା ଆକ୍ରାନ୍ତଙ୍କ ଜୀବନ

ପରଲୋକରେ ଭାରତର ସଫ୍ଟୱେୟର ଇଣ୍ଡଷ୍ଟ୍ରୀ ଜନକ ଏଫ୍‌ସି କୋହଲି

କେବିସିର ୩ କୋଟିପତି ମହିଳା, ଜାଣନ୍ତୁ ଏମାନଙ୍କ ସଂଘର୍ଷମୟ ଜୀବନର କାହାଣୀ

ୱାନ୍ ନେସନ୍‌ ୱାନ୍‌ ଇଲେକ୍ସନ୍‌ ଦେଶ ପାଇଁ ଆବଶ୍ୟକ; ପ୍ରଧାନମନ୍ତ୍ରୀ

ମରୁଭୂମିରୁ ମିଳିଲା ରହସ୍ୟମୟ ଜିନିଷ; ଲୋକେ କହିଲେ ଅଶୁଭ ସଙ୍କେତ

ଚାଷୀଙ୍କ ପାଇଁ ଦିଲ୍ଲୀ ସୀମା ସିଲ୍‌ ହେଲା; ତଥାପି ଗର୍ଜିଲେ

ଡିସେମ୍ବର ୩୧ ଯାଏ ବିଦେଶକୁ ଉଡ଼ି ପାରିବ ନାହିଁ ବିମାନ

ମନେ ପଡିଲା ୨୬/୧୧ର ସେଇ ଭୟଙ୍କର ସ୍ମୃତି

ଗ୍ରାହକଙ୍କୁ ଆଶ୍ୱସ୍ତି; ଡିବିଏସ୍‌ ଇଣ୍ଡିଆ ସହିତ ମିଶିବ ଲକ୍ଷ୍ମୀ ବିଳାସ ବ୍ୟାଙ୍କ

ଅଫିସରୁ ବିଳମ୍ବରେ ଫେରୁଥିଲେ ସ୍ୱାମୀ; ଅତିଷ୍ଠ ହୋଇ FIR ଦାଏର କଲେ ମହିଳା

ଗୋଲ୍ଡ‌ ମର୍ସିଡିଜ୍‌ କାର୍‌ ଧରି ବୁଲିଲେ ଚାଷୀ

ବିଳମ୍ବିତ ରାତିରେ ଲ୍ୟାଣ୍ଡଫଲ୍ କଲା ବାତ୍ୟା ‘ନିଭାର’, ପ୍ରବଳ ବର୍ଷା

You might also like