ଆର୍‌ବିଆଇ ଗଭର୍ଣ୍ଣରଙ୍କୁ କରୋନା

ନୂଆଦିଲ୍ଲୀ: ଆର୍‌ବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ସେ ଟ୍ୱିଟ୍‌ରେ ଲେଖିଛନ୍ତି “ ମୁଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ମୋ ଠାରେ କରୋନାର ଲକ୍ଷଣ ନାହିଁ ଓ ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି। ଆଇସୋଲେସନ୍‌ରେ ରହି କାମ କରିବି। ସାଧାରଣ ଦିନ ଭଳି ଆର୍‌ବିଆଇ କାର୍ଯ୍ୟ ଚାଲୁ ରହିବ। ଟେଲିଫୋନ୍‌ ଓ ଭିଡିଓ କନଫରେନ୍ସି ଦ୍ୱାରା ସମସ୍ତ ଡେପୁଟି ଗଭର୍ଣ୍ଣର ଓ ଅନ୍ୟ ଅଫିସରଙ୍କ ସହିତ କଣ୍ଟାକ୍ଟରେ ରହିଛି।”

ଲକ୍‌ଡାଉନ ସମୟରେ ଆର୍‌ବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଖୁବ୍ ସକ୍ରିୟ ହୋଇ କାର୍ଯ୍ୟ କରିଛନ୍ତି। ଦେଶର ଅର୍ଥନୀତିକୁ ବଳ ଦେବାକୁ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସୁଧ ଛାଡ଼ କରିବା ସହିତ ଅନେକ ଗରୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି।

ଆହୁରି ପଢ଼ନ୍ତୁ

କୋଭିଡ୍‌ ହସ୍ପିଟାଲ୍‌ରେ ଭୟାବହ ଅଗ୍ନିକାଣ୍ଡ, ଚାଲିଗଲା ୫ କରୋନା ଆକ୍ରାନ୍ତଙ୍କ ଜୀବନ

ପରଲୋକରେ ଭାରତର ସଫ୍ଟୱେୟର ଇଣ୍ଡଷ୍ଟ୍ରୀ ଜନକ ଏଫ୍‌ସି କୋହଲି

କେବିସିର ୩ କୋଟିପତି ମହିଳା, ଜାଣନ୍ତୁ ଏମାନଙ୍କ ସଂଘର୍ଷମୟ ଜୀବନର କାହାଣୀ

ୱାନ୍ ନେସନ୍‌ ୱାନ୍‌ ଇଲେକ୍ସନ୍‌ ଦେଶ ପାଇଁ ଆବଶ୍ୟକ; ପ୍ରଧାନମନ୍ତ୍ରୀ

ମରୁଭୂମିରୁ ମିଳିଲା ରହସ୍ୟମୟ ଜିନିଷ; ଲୋକେ କହିଲେ ଅଶୁଭ ସଙ୍କେତ

ଚାଷୀଙ୍କ ପାଇଁ ଦିଲ୍ଲୀ ସୀମା ସିଲ୍‌ ହେଲା; ତଥାପି ଗର୍ଜିଲେ

ଡିସେମ୍ବର ୩୧ ଯାଏ ବିଦେଶକୁ ଉଡ଼ି ପାରିବ ନାହିଁ ବିମାନ

ମନେ ପଡିଲା ୨୬/୧୧ର ସେଇ ଭୟଙ୍କର ସ୍ମୃତି

ଗ୍ରାହକଙ୍କୁ ଆଶ୍ୱସ୍ତି; ଡିବିଏସ୍‌ ଇଣ୍ଡିଆ ସହିତ ମିଶିବ ଲକ୍ଷ୍ମୀ ବିଳାସ ବ୍ୟାଙ୍କ

ଅଫିସରୁ ବିଳମ୍ବରେ ଫେରୁଥିଲେ ସ୍ୱାମୀ; ଅତିଷ୍ଠ ହୋଇ FIR ଦାଏର କଲେ ମହିଳା

ଗୋଲ୍ଡ‌ ମର୍ସିଡିଜ୍‌ କାର୍‌ ଧରି ବୁଲିଲେ ଚାଷୀ

ବିଳମ୍ବିତ ରାତିରେ ଲ୍ୟାଣ୍ଡଫଲ୍ କଲା ବାତ୍ୟା ‘ନିଭାର’, ପ୍ରବଳ ବର୍ଷା

You might also like