RBIର ବଡ଼ ଘୋଷଣା- ମ୍ୟୁଚୁଆଲ୍ ଫଣ୍ଡ୍‌ସ୍‌ ଲାଗି ୫୦ ହଜାର କୋଟି ଟଙ୍କାର ସ୍ପେଶାଲ ଲିକ୍ୟୁଡିଟି ଫାସିଲିଟି

ନୂଆଦିଲ୍ଲୀ: ମ୍ୟୁଚୁଆଲ୍‌ ଫଣ୍ଡ୍‌ ଜରିଆରେ ଶେଆର୍‌ ବଜାରରେ ନିବେଶ କରୁଥିବା ନିବେଶକଙ୍କ ପାଇଁ ଆଶ୍ୱସ୍ତିର ଖବର। ମ୍ୟୁଚୁଆଲ୍ ଫଣ୍ଡ୍ ଗୁଡିକ ଲାଗି ସ୍ୱତନ୍ତ୍ର ୫୦ ହଜାର କୋଟି ଟଙ୍କାର ସ୍ପେଶାଲ ଲିକ୍ୟୁଡିଟି ଫାସିଲିଟି ଘୋଷଣା କରିଛି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(RBI)

ମ୍ୟୁଚୁଆଲ୍ ଫଣ୍ଡ୍ କମ୍ପାନୀ ଗୁଡିକ ମଧ୍ୟରେ ନଗଦ ନେଣଦେଣ ବ୍ୟବସ୍ଥାକୁ ସଚଳ କରିବାକୁ RBI ଏହି ସହାୟତା ପ୍ରଦାନ କରିଛି। କରୋନା ଯୋଗୁ ଦେଶରେ ଶେଆର ମାର୍କେଟ୍‌ ପ୍ରଭାବିତ ହୋଇଛି। ଏହି ସମୟରେ ମ୍ୟୁଚୁଆଲ୍ ଫଣ୍ଡ୍ କମ୍ପାନୀ ଗୁଡିକର ଆର୍ଥିକ ନେଣଦେଣରେ ସ୍ଥିରତା ଆଣିବା ପାଇଁ RBI ଏହି ପଦକ୍ଷେପ ଗ୍ରହଣ କରିଛି।

ଅର୍ଥ ବ୍ୟବସ୍ଥାରେ ସଚଳ କାରବାରକୁ ନେଇ ଏକ ମ୍ୟୁଚୁଆଲ୍ ଫଣ୍ଡ୍ କମ୍ପାନୀ ବନ୍ଦ କରିବାକୁ ନିଷ୍ପତ୍ତି ପରେ ଏହି ପଦକ୍ଷେପ ଗ୍ରହଣ କରିଛି RBI। ଏହାସହ କରୋନାକୁ ନେଇ ଦେଶର ସୃଷ୍ଟି ହୋଇଥିବା ଆର୍ଥିକ ମାନ୍ଦାବସ୍ଥା ଉପରେ ମଧ୍ୟ ସତର୍କ ଦୃଷ୍ଟି ରଖିଛି RBI।

ଆହୁରି ପଢ଼ନ୍ତୁ

ଭାଙ୍ଗିଲା ପୁରୁଣା ସମ୍ପର୍କ; ଏନ୍‌ଡିଏକୁ ବାଏ ବାଏ କଲା ସିରୋମଣି ଅକାଳି ଦଳ

ଅକ୍ଟୋବର-୧ରୁ ସିନେମା, ନାଟକ, ମୁକ୍ତାକାଶ ରଙ୍ଗମଞ୍ଚ ଓ ଯାତ୍ରା ଆଦିକୁ ଅନୁମତି

ସରକାରଙ୍କୁ ଏସଆଇଆଇ ଅଧ୍ୟକ୍ଷକଙ୍କ ପ୍ରଶ୍ନ; କରୋନା ଭ୍ୟାକ୍ସିନ୍ ପାଇଁ‌ ୮୦ ହଜାର କୋଟି ଅଛି ତ ?

ଜାତିସଂଘର ନିଷ୍ପତ୍ତି ଗ୍ରହଣ ବର୍ଗର ସଦସ୍ୟ ହେବା ପାଇଁ ଆଉ କେତେ ଦିନ ଅପେକ୍ଷା କରିବ ଭାରତ ?

ମିଳିତ ଜାତିସଂଘରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ: କରୋନା ମହାମାରୀ ବେଳେ ଜାତିସଂଘର ଭୂମିକା କୁଆଡ଼େ ଗଲା ?

ଡ୍ରଗ୍ସ ନେଉଥିବା କଥା ଅସ୍ୱୀକାର କଲେ ସାରା ଓ ଶ୍ରଦ୍ଧା

କେନ୍ଦ୍ର ବିଜେପିରେ ବଡ଼ଧରଣର ପରିବର୍ତ୍ତନ; କାହାକୁ କେଉଁ ଦାୟିତ୍ୱ ମିଳିଲା ଜାଣନ୍ତୁ

କଙ୍ଗନାଙ୍କ ବିରୋଧରେ ମାମଲା ରୁଜୁ

WHO ସତର୍କବାଣୀ; କରୋନାରେ ୨୦ ଲକ୍ଷ ଲୋକଙ୍କ ଜୀବନ ଯିବ

ଜାତିସଂଘରେ ପାକିସ୍ତାନ ଉପରେ ବର୍ଷିଲା ଭାରତ: କହିଲା- ‘ନିର୍ଲଜ ଦେଶ ହିଁ ଏଭଳି ମତ ରଖିପାରେ’

ଭାରତର ବନ୍ଧୁ ବୋଲି ପୁଣି ଥରେ ପ୍ରମାଣିତ କଲା ମାଲଦୀପ

NCB ଅଫିସ୍‌ରେ ହାଜର ହେଲେ ଶ୍ରଦ୍ଧା, ସାରା

You might also like