ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହେଲେ ସମ୍ବିତ ପାତ୍ର

ନୂଆଦିଲ୍ଲୀ: କରୋନା ଲକ୍ଷଣ ଦେଖାଦେବା ପରେ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିବା ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଛନ୍ତି। କରୋନା ଲକ୍ଷଣ ଦେଖାଦେବା ପରେ ସମ୍ବିତଙ୍କୁ ଗୁରଗାଓଁର ଏକ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା।

ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହେବାପରେ ଟ୍ୱିଟ୍‌ କରି ସମ୍ବିତ କହିଛନ୍ତି, ‘ଆପଣମାନଙ୍କ ଆଶୀର୍ବାଦ ଓ ପ୍ରାର୍ଥନା ଯୋଗୁ ସୁସ୍ଥ ହୋଇ ଘରକୁ ଫେରିଛି। ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ଲାଭ କରିବା ପାଇଁ କିଛି ଦିନ ଲାଗିବ।’

କରୋନା ଲକ୍ଷଣ ଦେଖାଦେବା ପରେ ମେ’ ମାସରେ ସମ୍ବିତ ପାତ୍ର ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ଏହାପରେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସମେତ ପ୍ରମୁଖ ବିଜେପି ନେତାମାନେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ।

ଅନ୍ୟପକ୍ଷରେ, ସ୍ୱାସ୍ଥ୍ୟ ଖରାପ ଯୋଗୁ ନିଜକୁ ଆଇସୋଲେସନ୍‌ରେ ରଖିଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍‌ଙ୍କ ଆଜି କରୋନା ଟେଷ୍ଟ୍‌ ହେବ।

ଆହୁରି ପଢ଼ନ୍ତୁ

ଲକ୍‌ଡାଉନ୍ ବେଳେ ବୁକ୍‌ ହୋଇଥିବା ଟିକେଟ୍‌ର ପୂରା ଟଙ୍କା ଫେରସ୍ତ ପାଇବେ ଯାତ୍ରୀ

ମାରଣା ଷଣ୍ଢ କବଳରୁ ଜେଜେ ମା’ଙ୍କୁ ଉଦ୍ଧାର କଲା କୁନି ନାତି

ସାମ୍ନାକୁ ଆସିଲା ଆଉ ଏକ ଭାଇରସ୍‌: ଭାରତରେ ସଂକ୍ରମଣ ବ୍ୟାପିବାର ଯଥେଷ୍ଟ ଆଶଙ୍କା

ହାଥରସ ଗଣଦୁଷ୍କର୍ମ ମାମଲା; ପୀଡିତାଙ୍କ ପରିବାର ଲୋକଙ୍କୁ ଭେଟିବାକୁ ଯାଉଛନ୍ତି ପ୍ରିୟଙ୍କା-ରାହୁଲ

ରିୟାଙ୍କ ଘରୁ ମିଳିଲା ଏମିତି ଜିନିଷ, ହୋଇପାରେ ୧୦ ବର୍ଷ ଜେଲ୍‌

ହାଥରସ୍‌ ଘଟଣାର ପୁନରାବୃତ୍ତି: ଦୁଷ୍କର୍ମ ପରେ ମରଣାନ୍ତକ ଆକ୍ରମଣ, ଆଖି ବୁଜିଲେ ଛାତ୍ରୀ

ପର୍ଯ୍ୟଟକଙ୍କୁ ଗାଳିଗୁଲଜ କରୁଥିଲେ ଶୁଆ, ନିଆଗଲା ଏମିତି କାର୍ଯ୍ୟାନୁଷ୍ଠାନ

ଅନଲକ୍-୫ ଗାଇଡ୍ ଲାଇନ୍: କ’ଣ ଖୋଲିବ କେଉଁ ସବୁ କଟକଣା ରହିବ ଜାଣନ୍ତୁ

ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପଙ୍କ ଅଡୁଆ ବଢ଼ିଲା: ସମନ କଲା ପୋଲିସ

ଦେଶରେ ୬୨ ଲକ୍ଷ ପାର୍ କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ମୃତ୍ୟୁ ସଂଖ୍ୟା ଏକ ଲକ୍ଷ ନିକଟତର

ବାବ୍ରୀ ମସଜିଦ୍ ରାୟକୁ ନେଇ ପାକିସ୍ତାନ ରଖିଲା ପ୍ରତିକ୍ରିୟା

ହାଥରଶ ଗଣଦୁଷ୍କର୍ମ ଘଟଣା; ADG କହିଲେ, ଜବରଦସ୍ତି ହୋଇନଥିଲା ଅନ୍ତିମ ସଂସ୍କାର

You might also like