କଂଗ୍ରେସରୁ ସସ୍‌ପେଣ୍ଡ୍ ହେଲେ ସଞ୍ଜୟ ଝା

ମୁମ୍ବାଇ: ମହଙ୍ଗା ପଡ଼ିଲା ଦଳ ବିରୋଧୀ କାମ। ରାଜସ୍ଥାନରେ ସଚିନ୍ ପାଇଲଟ୍ ଓ ତାଙ୍କ ସମର୍ଥକଙ୍କ ପରେ କଂଗ୍ରେସ ଆଉ ଏକ ନେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି। କଂଗ୍ରେସ ଏବେ ମହାରାଷ୍ଟ୍ରରେ ପାର୍ଟିର ନେତା ଥିବା ସଞ୍ଜୟ ଝା’ଙ୍କୁ ସସପେଣ୍ଡ କରିଛି।

ତତ୍କାଳ ଭାବେ ଏହି ଆଦେଶ କାର୍ଯ୍ୟକାରୀ ହେବ ବୋଲି ମହାରାଷ୍ଟ୍ର ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଜାରି ବିବୃତିରେ କୁହାଯାଇଛି। ଏହାପୂର୍ବରୁ ସଞ୍ଜୟ ଝା ଅଲ ଇଣ୍ଡିଆ ପ୍ରଫେସନାଲ କଂଗ୍ରେସର ସଭାପତି ପଦରୁ ଇସ୍ତଫା ଦେଇଥିଲେ।

ଗତ ମାସରେ କଂଗ୍ରେସ ବିରୋଧରେ ଗୋଟିଏ ସ୍ତମ୍ଭ ଲେଖିବାରୁ ସୋନିଆ ଗାନ୍ଧି ସଞ୍ଜୟ ଝା’ଙ୍କୁ ମୁଖପାତ୍ର ପଦରୁ ବରଖାସ୍ତ କରିଥିଲେ। ଏହାକୁ ନେଇ କଂଗ୍ରେସ ଓ ଶ୍ରୀ ଝାଙ୍କ ମଧ୍ୟରେ ତିକ୍ତତା ଆରମ୍ଭ ହୋଇଥିଲା। ଏବେ ଏହା ବିସ୍ଫୋରକ ରୂପ ନେଇଛି ଓ ଦଳ ବିରୋଧୀ କାମ ପାଇଁ ଝା’ଙ୍କୁ ନିଲମ୍ବିତ କରାଯାଇଛି।

ଆହୁରି ପଢ଼ନ୍ତୁ

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ଚୀନକୁ ଚେକ୍ ଦେବା ପାଇଁ LACରେ ଜଗିଛି ’ନିର୍ଭୟ’

You might also like