ଚନ୍ଦ୍ରପୃଷ୍ଠର ଆହୁରି ନିକଟତର ହେଲା ଲ୍ୟାଣ୍ଡର ବିକ୍ରମ୍‌

ନୂଆଦିଲ୍ଲୀ: ଚନ୍ଦ୍ରପୃଷ୍ଠର ଆଉ ଟିକେ ନିକଟତର ହୋଇଛି ଲ୍ୟାଣ୍ଡର ବିକ୍ରମ୍‌। ଆଜି ଭୋରୁ ପୁଣି ଥରେ ଲ୍ୟାଣ୍ଡର ବିକ୍ରମ୍‌କୁ ଚନ୍ଦ୍ରର ନିକଟତର କକ୍ଷକୁ ଅଣାଯାଇଛି।

ଭୋର ୩ଟା ୪୨ ମିନିଟ୍‌ ସମୟରେ ଲ୍ୟାଣ୍ଡରକୁ ଚନ୍ଦ୍ରର ନିକଟତର କକ୍ଷକୁ ଅଣାଯାଇଛି। ଏହି ସ୍ଥାନାନ୍ତରଣ ପ୍ରକ୍ରିୟା ପାଇଁ ମାତ୍ର ୯ ସେକେଣ୍ଡ ଲାଗିଥିଲା। ଲ୍ୟାଣ୍ଡର ବିକ୍ରମ୍‌ ଏବେ ଚନ୍ଦ୍ରର ନିକଟବର୍ତ୍ତୀ ୩୫ କିଲୋମିଟର ଓ ଦୂରତା ୧୦୧ କିଲୋମିଟର କକ୍ଷପଥରେ ପରିଭ୍ରମଣ କରୁଛି।

ଗତକାଲି ସକାଳ ୮ଟା ୫୦ ମିନିଟ୍‌ରେ ଡି-ଅର୍‌ବିଟିଙ୍ଗ୍‌ ପ୍ରକ୍ରିୟାକୁ ଇସ୍ରୋ ବୈଜ୍ଞାନିକମାନେ ସଫଳତାର ସହ କାର୍ଯ୍ୟକାରୀ କରିଥିଲେ। ଅର୍ବିଟର ଠାରୁ ଅଲଗା ହେବା ପରେ ଲ୍ୟାଣ୍ଡର ବିକ୍ରମ୍‌କୁ ପ୍ରଥମ ଥର ପାଇଁ ଡି-ଅର୍‌ବିଟିଙ୍ଗ୍‌ କରିଥିଲା ଇସ୍ରୋ ଅର୍ବିଟର ଓ ଲ୍ୟାଣ୍ଡର। ତେବେ ଲ୍ୟାଣ୍ଡର ଆସନ୍ତା ୭ ତାରିଖରେ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବ ବୋଲି ଇସ୍ରୋ ଆଶା ରଖିଛି।

ଆହୁରି ପଢ଼ନ୍ତୁ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ରୁ କେମିତି ଶେୟାର୍ ହେଲା ପର୍ଣ୍ଣୋଗ୍ରାଫିକ୍ ଭିଡିଓ ?‌

୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କଲା ସେନା; ଦୁଇ ଦିନରେ ୪ ମୃତ

ଡ୍ରଗ୍ସ କାରବାର ମାମଲାରେ ବିଚାର କରୁଥିବା NDPSର ସ୍ୱତନ୍ତ୍ର ବିଚାରପତିଙ୍କୁ ବୋମାମାଡ଼ ଧମକ: ଦୁଇ ଅଟକ

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ ହ୍ୟାକ୍

ଚୀନ୍‌ର କରୋନା ଭ୍ୟାକ୍ସିନ ସମ୍ପୂର୍ଣ୍ଣ ସୁରକ୍ଷିତ: ବ୍ରାଜିଲ୍‌

ସନ୍ଧ୍ୟା ୬ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

୮୩ ଦିନ ପରେ ଆଶ୍ୱସ୍ତି; ଦିନକରେ ଚିହ୍ନଟ ହେଲେ ୫୦ ହଜାରରୁ କମ କରୋନା ଆକ୍ରାନ୍ତ

ଫେବ୍ରୁଆରି ସୁଦ୍ଧା ଦେଶର ଅଧା ଲୋକ କରୋନା ଆକ୍ରାନ୍ତ ହୋଇ ପାରନ୍ତି !

କଥା ଦେଇ କଥା ରଖିଲେ ରାହୁଲ, ଦୁଇ ଭଉଣୀଙ୍କୁ ଉପହାର ଦେଲେ ଘରର ଚାବି

କରୋନା ଆକ୍ରନ୍ତଙ୍କ ଖୁସି ପାଇଁ ନାଚିଲେ ଡାକ୍ତର, ଭିଡିଓ ଭାଇରାଲ

You might also like