ଦେଶର ଖରାପ ଅର୍ଥ ବ୍ୟବସ୍ଥା ପାଇଁ କାହାକୁ ଦାୟୀ କଲେ ମନମୋହନ ସିଂହ ?

ନୂଆଦିଲ୍ଲୀ: ଦେଶରେ ଦେଖାଦେଇଥିବା ମାନ୍ଦାବସ୍ଥା ମନୁଷ୍ୟକୃତ। ସରକାରଙ୍କ ଭୁଲ୍ ନିଷ୍ପତ୍ତି ପାଇଁ ଦେଶର ଅର୍ଥ ବ୍ୟବସ୍ଥା ଆଜି ଖରାପ୍ ହୋଇଚି। ତେଣୁ ମାନ୍ଦାବାସ୍ଥାରୁ ମୁକୁଳିବା ପାଇଁ ଅଭିବୃଦ୍ଧି ପ୍ରସଙ୍ଗରେ ରାଜନୀତି ନକରି ଗମ୍ଭୀର ଭାବରେ ଦେଶର ଅର୍ଥନୀତି ବାବଦରେ ଚିନ୍ତା କରିବାକୁ ମୋଦି ସରକାରଙ୍କୁ ଆହ୍ୱାନ ଦେଇଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହ। ଦୁଇ ଦିନ ତଳେ ୨୦୧୯-୨୦ ଆର୍ଥିକ ବର୍ଷର ପ୍ରଥମ ତିନି ମାସ(ଏପ୍ରିଲ-ଜୁନ୍)ର ଅଭିବୃଦ୍ଧି ହାର ପ୍ରକାଶ ପାଇଥିଲା। ଯେଉଁଥିରେ ଗୋଟିଏ ବର୍ଷ ଭିତରେ ଦେଶର ଅଭିବୃଦ୍ଧି ହାର ୩ ପ୍ରତିଶତ କମିଥିବା ଦେଖିବାକୁ ମିଳିଛି।
ନୂଆଦିଲ୍ଲୀ: ଦେନୂଆଦିଲ୍ଲୀ: ଦେଶରେ ଦେଖାଦେଇଥିବା ମାନ୍ଦାବସ୍ଥା ମନୁଷ୍ୟକୃତ। ସରକାରଙ୍କ ଭୁଲ୍ ନିଷ୍ପତ୍ତି ପାଇଁ ଦେଶର ଅର୍ଥ ବ୍ୟବସ୍ଥା ଆଜି ଖରାପ୍ ହୋଇଚି। ତେଣୁ ମାନ୍ଦାବାସ୍ଥାରୁ ମୁକୁଳିବା ପାଇଁ ଅଭିବୃଦ୍ଧି ପ୍ରସଙ୍ଗରେ ରାଜନୀତି ନକରି ଗମ୍ଭୀର ଭାବରେ ଦେଶର ଅର୍ଥନୀତି ବାବଦରେ ଚିନ୍ତା କରିବାକୁ ମୋଦି ସରକାରଙ୍କୁ ଆହ୍ୱାନ ଦେଇଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହ। ଦୁଇ ଦିନ ତଳେ ୨୦୧୯-୨୦ ଆର୍ଥିକ ବର୍ଷର ପ୍ରଥମ ତିନି ମାସ(ଏପ୍ରିଲ-ଜୁନ୍)ର ଅଭିବୃଦ୍ଧି ହାର ପ୍ରକାଶ ପାଇଥିଲା। ଯେଉଁଥିରେ ଗୋଟିଏ ବର୍ଷ ଭିତରେ ଦେଶର ଅଭିବୃଦ୍ଧି ହାର ୩ ପ୍ରତିଶତ କମିଥିବା ଦେଖିବାକୁ ମିଳିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ପ୍ରଥମ ସରକାରରେ ତରବରିଆ ଭାବରେ ନୋଟବନ୍ଦୀ ଏବଂ ଜିଏସଟି ବାବଦରେ ନିଷ୍ପତ୍ତି ନେଇଥିଲେ। ଏଥିପାଇଁ ଦେଶର ଅର୍ଥବ୍ୟବସ୍ଥା ନିମ୍ନଗାମୀ ହୋଇଛି ବୋଲି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ କହିଛନ୍ତି।ଶରେ ଦେଖାଦେଇଥିବା ମାନ୍ଦାବସ୍ଥା ମନୁଷ୍ୟକୃତ। ସରକାରଙ୍କ ଭୁଲ୍ ନିଷ୍ପତ୍ତି ପାଇଁ ଦେଶର ଅର୍ଥ ବ୍ୟବସ୍ଥା ଆଜି ଖରାପ୍ ହୋଇଚି। ତେଣୁ ମାନ୍ଦାବାସ୍ଥାରୁ ମୁକୁଳିବା ପାଇଁ ଅଭିବୃଦ୍ଧି ପ୍ରସଙ୍ଗରେ ରାଜନୀତି ନକରି ଗମ୍ଭୀର ଭାବରେ ଦେଶର ଅର୍ଥନୀତି ବାବଦରେ ଚିନ୍ତା କରିବାକୁ ମୋଦି ସରକାରଙ୍କୁ ଆହ୍ୱାନ ଦେଇଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହ। ଦୁଇ ଦିନ ତଳେ ୨୦୧୯-୨୦ ଆର୍ଥିକ ବର୍ଷର ପ୍ରଥମ ତିନି ମାସ(ଏପ୍ରିଲ-ଜୁନ୍)ର ଅଭିବୃଦ୍ଧି ହାର ପ୍ରକାଶ ପାଇଥିଲା। ଯେଉଁଥିରେ ଗୋଟିଏ ବର୍ଷ ଭିତରେ ଦେଶର ଅଭିବୃଦ୍ଧି ହାର ୩ ପ୍ରତିଶତ କମିଥିବା ଦେଖିବାକୁ ମିଳିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ପ୍ରଥମ ସରକାରରେ ତରବରିଆ ଭାବରେ ନୋଟବନ୍ଦୀ ଏବଂ ଜିଏସଟି ବାବଦରେ ନିଷ୍ପତ୍ତି ନେଇଥିଲେ। ଏଥିପାଇଁ ଦେଶର ଅର୍ଥବ୍ୟବସ୍ଥା ନିମ୍ନଗାମୀ ହୋଇଛି ବୋଲି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ କହିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ପ୍ରଥମ ସରକାରରେ ତରବରିଆ ଭାବରେ ନୋଟବନ୍ଦୀ ଏବଂ ଜିଏସଟି ବାବଦରେ ନିଷ୍ପତ୍ତି ନେଇଥିଲେ। ଏଥିପାଇଁ ଦେଶର ଅର୍ଥବ୍ୟବସ୍ଥା ନିମ୍ନଗାମୀ ହୋଇଛି ବୋଲି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ କହିଛନ୍ତି।

ଆହୁରି ପଢ଼ନ୍ତୁ

ପୁଲଓ୍ୱାମା ପ୍ରସଙ୍ଗ ଉଠାଇ ବିରୋଧୀଙ୍କ ଉପରେ ବର୍ଷିଲେ ମୋଦି

‘ଭାରତ ଉପରେ ଆଖି ପକାଇଲେ ଉଚିତ୍ ଜବାବ ଦେବୁ’

କ୍ଷଣିକ ଭିତରେ ହୋଇଗଲା ଛାରଖାର…ମାଟିରେ ମିଶିଗଲା ସବୁକିଛି

ରାସ୍ତା ଉପରେ ଆଇଟିବିପି ସେନାଙ୍କୁ ସାଲ୍ୟୁଟ୍‌ ମାରୁଥିବା ପିଲାକୁ ଅଢେଇ ଲକ୍ଷ ଟଙ୍କା ଦେଲେ ବିଜେପି ସାଂସଦ

ଭୂମିକମ୍ପ ଓ ସୁନାମିରେ ୧୭ ମୃତ, ୭୦୦ରୁ ଅଧିକ ଆହତ

୧୦ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ଫାଶୀ

ଗ୍ରୀସ୍ ଓ ତୁର୍କୀରେ ଭୟଙ୍କର ଭୂମିକମ୍ପ, ମାଡ଼ିଆସିଲା ସୁନାମି !

ଅଭିନନ୍ଦନଙ୍କୁ ଛାଡ଼ିବା ପାଇଁ କୌଣସି ଚାପ ପଡ଼ି ନ ଥିଲା-ସଫେଇ ଦେଲେ ଇମ୍ରାନ

ଆରୋଗ୍ୟ ସେତୁ ଆପ୍ସର ତଥ୍ୟ ଖିଲାପ କରିଥିବା ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବାପାଙ୍କୁ ହତ୍ୟା କରିବା ପରେ କ୍ରାଇମ୍‌ ଶୋ’ରୁ ଆଇଡିଆ ନେଇ ପ୍ରମାଣ ନଷ୍ଟ କଲା ପୁଅ

ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ବର୍ଷିଲେ ପ୍ରଧାନମନ୍ତ୍ରୀ

ସେକ୍ସ ଗୁରୁଙ୍କୁ ମିଳିଲା ସଜା, ଜେଲରେ ରହିବେ ୧୨୦ ବର୍ଷ

You might also like