ଗଞ୍ଜାମରୁ ଶ୍ରମିକଙ୍କୁ ନେଇ ସୁରତ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ; ୮ ମୃତ, ୭ ଆହତ

ରାଇପୁର: ଛତିଶଗଡ଼ ରାଇପୁରର ଚେରି ଖେଡି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୮ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ଜଣ ଆହତ ହୋଇଛନ୍ତି। ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି। ଆଜି ଭୋର ସମୟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି।

ସୂଚନା ଅନୁସାରେ, ଗଞ୍ଜାମରୁ ଶ୍ରମିକଙ୍କୁ ନେଇ ଏକ ବସ୍‌ ଗୁଜରାଟର ସୁରତ ଅଭିମୁଖେ ଯାତ୍ରା କରୁଥିଲା। ଏହି ସମୟରେ ବସ୍‌ଟି ରାଇପୁରର ଚେରି ଖେଡି ନିକଟରେ ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ୮ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ଜଣ ଆହତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଚାଇନା ରାଷ୍ଟ୍ରପତିଙ୍କୁ ନିନ୍ଦା କଲେ ଦଣ୍ଡ ୧୮ ବର୍ଷ ଜେଲ

୨୦୧୫ରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ ଖର୍ଚ୍ଚ ହୋଇଛି ୫୦୦ କୋଟିରୁ ଅଧିକ ଟଙ୍କା

ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍‌ ପଡ଼ିଲା ଆଳୁ, ପିଆଜ, ଡାଲି

କେବେଠୁ ହେବ ୟୁଜି ଓ ପିଜି କ୍ଲାସ? ଜାଣନ୍ତୁ…

ସବୁଜିମାରେ ହସିବ ମରୁଭୂମି; ୭ ଘଣ୍ଟାରେ ହୋଇପାରିବ ଚାଷ ଉପଯୋଗୀ

୨୮ରୁ ଏହି ରାଜ୍ୟରେ ଖୋଲିବ ସ୍କୁଲ

ଦୀପିକାଙ୍କୁ କଙ୍ଗନାଙ୍କ କଟ୍ଟାକ୍ଷ: ‘ମାଲ୍ ହେ କ୍ୟା’

ବିରାଟ୍ କୋହଲିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ମୋଦି

୫୫ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କାର୍ ଚକାରୁ ମିଳିଲା ବିରାଟକାୟ ଅଜଗର

ଆମେରିକାକୁ ଧମକ ଦେଇ ଚୀନ କହିଲା-ଉଡାଇ ଦେବୁ

ଇତିିହାସରେ ପ୍ରଥମ: ଭାରତୀୟ ନୌସେନାରେ ନିଯୁକ୍ତି ପାଇଲେ ଦୁଇ ମହିଳା ଅଫିସର

You might also like