ଇତିହାସ ରଚିଲା SpaceX

ୱାଶିଂଟନ: ଇତିହାସ ରଚିଲା ଆମେରିକାର ସ୍ପେସ୍‌ ଏକ୍ସ ସଂସ୍ଥା। ଆଜି ଫ୍ଲୋରିଡା ସ୍ଥିତ ସ୍ପେସ୍‌ ସେଣ୍ଟରରୁ ୪ ଜଣ ମହାକାଶଚାରୀଙ୍କୁ ନେଇ ଅନ୍ତର୍ଜାତୀୟ ମହାକାଶ ଗବେଷଣା କେନ୍ଦ୍ର ଅଭିମୁଖେ ବାହାରିଛି ଫାଲକନ୍‌ ରକେଟ୍। ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ପହଞ୍ଚିବାକୁ ୨୭ ଘଣ୍ଟା ଲାଗିବ।

ଏହି ମହାକାଶ ଯାତ୍ରା ଆମେରିକା ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ। କାରଣ, ପ୍ରଥମ ଥର ପାଇଁ ଆମେରିକାର କୌଣସି ବେସରକାରୀ ସଂସ୍ଥା ମହାକାଶ ଯାତ୍ରାରେ ସାମିଲ ହୋଇଛି। ମହାକାଶ ଯାତ୍ରା ପାଇଁ ପୂର୍ବରୁ ନାସା ଋଷର ସୋୟୁଜ ରକେଟ ଉପରେ ନିର୍ଭର କରୁଥିଲା

ମହାକାଶ ଯାତ୍ରାରେ ବାହାରିଥିବା ୪ ଜଣ ମହାକାଶଚାରୀଙ୍କ ମଧ୍ୟରୁ ୩ ଜଣ ଆମେରିକୀୟ ଏବଂ ଜଣେ ଜାପାନର। ଏହା ପୂର୍ବରୁ ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ନାସା ଓ ଘରୋଇ ସ୍ପେସ୍‌ ଏଜେନ୍ସି ସ୍ପେସ୍‌ ଏକ୍ସ ‌ ପକ୍ଷରୁ ହୋଇଥିବା ମିଳିତ ମହାକାଶ ମିଶନ ସଫଳ ହୋଇଥିଲା।

ପଢ଼ନ୍ତୁ: ଦୁଇ ମହାକାଶଚାରୀଙ୍କୁ ନେଇ ସଫଳତାର ସହ ସମୁଦ୍ରରେ ଓହ୍ଲାଇଲା SpaceX ଡ୍ରାଗନ୍‌

ଆହୁରି ପଢ଼ନ୍ତୁ

କାଲି ଭାରତ ବନ୍ଦ, ଗଡ଼ିବନି ଅଖ-ଚକ

ହେଡ୍‌ଫୋନ୍‌ ଲଗାଇ ରେଲ୍‌ୱେ ଟ୍ରାକ୍‌ରେ ମର୍ଣ୍ଣିଂ ୱାକ୍‌ କରୁଥିଲେ; ମାଡ଼ି ଆସିଲା ଟ୍ରେନ୍‌, ତା’ପରେ…

ଦେଶବ୍ୟାପୀ ଆରଟିପିସିଆର ଟେଷ୍ଟର ସମାନ ମୂଲ୍ୟ ଧାର୍ଯ୍ୟ କର: ସୁପ୍ରିମ୍‌କୋର୍ଟ

ବ୍ୟାଙ୍କ୍‌ ନୋଟ୍‌ ଦ୍ୱାରା ବ୍ୟାପିବ କି କରୋନା ସଂକ୍ରମଣ ? ସାମ୍ନାକୁ ଆସିଲା ନୂଆ ତଥ୍ୟ

ଭୀଷଣ ବାତ୍ୟାର ରୂପ ନେଇ ଆଜି ଲ୍ୟାଣ୍ଡଫଲ୍‌ କରିପାରେ ‘ନିଭାର’, ହାଇ ଆଲର୍ଟ ଜାରି

ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କ ପରଲୋକ

ଖୁବ୍‌ ଶୀଘ୍ର ବଜାରରେ ଉପଲବ୍ଧ ହେବ ‘ସ୍ପୁଟନିକ୍-ଭି’

ଜୀବନକୁ ବାଜି ଲଗାଇ ଚାରି ଜଣଙ୍କୁ ବଞ୍ଚାଇଲା ଗର୍ଭବତୀ କୁକୁର

ଶକ୍ତି ଗୋଟାଉଛି ନିଭାର, ୧୨୦ କିଲୋମିଟର ବେଗରେ ବହିବ ପବନ

ପୁଣି ୪୩ ଚାଇନିଜ୍ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର

କରୋନା ଟିକା ନେଇ କ’ଣ ସୂଚନା ଦେଲେ ପ୍ରଧାନମନ୍ତ୍ରୀ ?

ହଠାତ୍‌ ଲାଲ୍‌ ହୋଇଗଲା ନଦୀର ପାଣି, ଦୋଷୀକୁ ଧରାଇ ଦେଲେ ମିଳିବ ପୁରସ୍କାର

You might also like