ଆଜି ପୁଣି ୨୧ ସାଂସଦ ସସ୍‌ପେଣ୍ଡ

ନୂଆଦିଲ୍ଲୀ: ଲୋକସଭାରେ ବିଶୃଙ୍ଖଳିତ ଆଚରଣ ପାଇଁ ୨୧ଜଣ ସାଂସଦଙ୍କୁ ନିଲମ୍ବିତ କରିଛନ୍ତି ବାଚସ୍ପତି ସୁମିତ୍ରା ମହାଜନ। ଏଆଇଏଡିଏମ୍‌କେ ର ୭ଜଣ ସାଂସଦ ନିଲମ୍ବିତ ହୋଇଥିବାବେଳେ ଟିଡିପିର ୧୪ ଜଣ ସାଂସଦ ନିଲମ୍ବିତ ହୋଇଛନ୍ତି।

ଡିଟିପିସାସଂଦମାନେ ଆନ୍ଧ୍ରପ୍ରଦେଶକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଦାବିରେ ସାଂସଦ ହଟ୍ଟଗୋଳ କରିଥିବାବେଳେ ଏଆଇଏଡିଏମ୍‌କେ ସାଂସଦ କାବେରୀ ଜଳ ବଣ୍ଟନ ପ୍ରସଙ୍ଗ ନେଇ ହଟ୍ଟଗୋଳ କରିଥିଲେ। ସଂସଦୀୟ ବ୍ୟାପାର ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ସଦସ୍ୟଙ୍କୁ ସେମାନଙ୍କ ଆସନକୁ ଫେରିବାକୁ ଅନୁରୋଧ କରିବା ସତ୍ୱେ ଗୃହରେ କାଗଜ ଫିଙ୍ଗିଥିଲେ ସଦସ୍ୟ।

ସଦସ୍ୟଙ୍କ ହୋହଲ୍ଲାରୁ ଗୃହ ଚାଲି ପାରିନଥିଲା। ଶେଷରେ ଆଜିର କାର୍ଯ୍ୟକାଳକୁ ମୁଲତବୀ କରିଥିଲେ ବାଚସ୍ପତି। ସେହିପରି ଗତକାଲି ମଧ୍ୟ ଗୃହରେ ସଦସ୍ୟଙ୍କ ବାରମ୍ବାର ହଟ୍ଟଗୋଳ ଯୋଗୁ ଗୃହକାର୍ଯ୍ୟ ବ୍ୟାଘାତ ହୋଇଥିଲା। ଏଥିପାଇଁ ଏଆଇଏଡିଏମ୍‌କେର ୨୪ସାଂସଦଙ୍କୁ ସସ୍‌ପେଣ୍ଡ କରିଥିଲେ ବାଚସ୍ପତି। ସେମାନଙ୍କୁ ୫ ଦିନ ଯାଏ ଗୃହ କାର୍ଯ୍ୟରୁ ସସ୍‌ପେଣ୍ଡ କରାଯାଇଥିଲା।

ଆହୁରି ପଢ଼ନ୍ତୁ

ଝିଅ ବାହାଘରରେ ଖର୍ଚ୍ଚ କରିଥିଲେ ୪୮୫ କୋଟି, ଏବେ ଦେବାଳିଆ

ଖଣ୍ଡାରେ କାଟିଲେ ବର୍ଥ ଡେ’ କେକ୍‌, ଘରୁ ଉଠାଇ ନେଲା ପୋଲିସ୍‌

ବାପାଙ୍କୁ ପିଟିପିଟି ମାରିଦେଲା ୧୬ ବର୍ଷର ଝିଅ

ବୟସ ୧୪, ଉଚ୍ଚତା ୭ ଫୁଟରୁ ଅଧିକ

ନା ଅଛି ମୋବାଇଲ୍‌ ନା ଚପଲ, ତଥାପି ନିର୍ବାଚନ ଲଢ଼ୁଛନ୍ତି ୭୨ ବର୍ଷୀୟ ବୃଦ୍ଧ

ସପିଂ ମଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଆମେରିକାରେ କରୋନା ଆକ୍ରାନ୍ତଙ୍କୁ ଦିଆଯିବ ରେମେଡସିଭିର୍

୧୦ ଟଙ୍କାରେ ବିରିୟାନୀ ବିକୁଥିଲେ, ଉଠାଇ ନେଲା ପୋଲିସ୍‌

ଆଶ୍ୱସ୍ତିର ଖବର; କୋଭାକ୍ସିନକୁ ମିଳିଲା ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ଟ୍ରାଏଲ ଅନୁମତି

ପିଆଜ ଚୋରି କରି ବନ୍ଧା ହେଲେ

ମାଗଣାରେ ଦେଶବାସୀଙ୍କୁ ମିଳିବ କରୋନା ଭ୍ୟାକ୍‌ସିନ !

ଯାତ୍ରୀମାନଙ୍କ ପାଇଁ ଖୁସି ଖବର; ଭିସା ନିୟମରେ କୋହଳ କଲେ କେନ୍ଦ୍ର ସରକାର

You might also like