ଅକ୍ଟୋବରରେ ହେବ ହରିଆନା, ମହାରାଷ୍ଟ୍ର ବିଧାନସଭା ନିର୍ବାଚନ

ନୂଆଦିଲ୍ଲୀ: ହରିଆନା ଓ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ଆଜି ବିଗୁଲ ବାଜିଛି। ଦେଶର ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଅରୋରା ଆଜି ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଅକ୍ଚୋବର ୨୧ ତାରିଖରେ ଏହି ଦୁଇ ରାଜ୍ୟରେ ଭୋଟ୍‌ ଗ୍ରହଣ ହେବ ଓ ୨୪ ତାରିଖରେ ଭୋଟ୍ ଗଣତି ହେବ। ଏହା ସହିତ ଏହି ଦୁଇ ରାଜ୍ୟରେ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଯାଇଛି।  ସୂଚନାଯୋଗ୍ୟ, ନଭେମ୍ୱର ୨ରେ ହରିଆନା ଏବଂ ନଭେମ୍ୱର ୯ରେ ମହାରାଷ୍ଟ୍ର ବିଧାନସଭା କାର୍ଯ୍ୟକାଳ ଶେଷ ହେଉଛି।

ମୁଖ୍ୟ ନିର୍ବାଚନ କମିଶନ୍‌ଙ୍କ ସୂଚନା ଅନୁଯାୟୀ, ବିଜେପୁର ସମେତ ଅନ୍ୟ ରାଜ୍ୟଗୁଡ଼ିକରେ ୬୪ଟି ବିଧାନସଭା ଆସନ ପାଇଁ ମଧ୍ୟ ଅକ୍ଟୋବର ୨୧ ତାରିଖରେ ଉପ ନିର୍ବାଚନ ମଧ୍ୟ ଅନୁଷ୍ଠିତ ହେବ।  ମହାରାଷ୍ଟ୍ର ଓ ହରିଆଣାରେ ପ୍ରାର୍ଥିପତ୍ର ଦାଖଲ କରିବାର ଅନ୍ତିମ ତାରିଖ ଅକ୍ଚୋବର ୪ ରହିଛି।

ଝାଡ଼ଖଣ୍ଡ ବିଧାନସଭା ପାଇଁ ନିର୍ବାଚନ ତାରିଖ ଘୋଷଣା ହୋଇନାହିଁ। ଡିସେମ୍ୱରରେ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ

ମୃତ୍ୟୁ ପୂର୍ବରୁ ଶେଷଥର ପାଇଁ କାହାକୁ କଲ୍‌ କରିଥିଲେ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ଦିଶା ?

କରୋନା ପଜିଟିଭ୍‌ କହି ପତ୍ନୀଙ୍କ ପାଖରୁ ଖସିଗଲେ, ଗର୍ଲଫ୍ରେଣ୍ଡ୍‌ଙ୍କ ସହ ଧରାପଡ଼ିଲେ

ନୂଆ କୃଷି ବିଲ୍‌‌କୁ କାହିଁକି ଡରୁଛନ୍ତି ଚାଷୀ ?

ଦେଶରେ ଦିନକରେ ୯୬ହଜାର ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ

ୱାଶ୍‌ରୁମ୍‌ରୁ ମିଳିଲା ଜଣାଶୁଣା ଫ୍ୟାଶନ୍‌ ଡିଜାଇନର୍‌ଙ୍କ ମୃତଦେହ

ବିରୋଧ ସତ୍ତ୍ୱେ ଲୋକସଭାରେ ପାରିତ ହେଲା କୃଷି ବିଲ

ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନିଜ ଜୀବନକୁ ବାଜିରେ ଲଗାଇ ପାଣି ଭିତରେ ପଶି କୁକୁରର ଜୀବନ ରକ୍ଷା କଲେ ହୋମଗାର୍ଡ

ମନ୍ତ୍ରୀପରିଷଦରୁ ଇସ୍ତଫା ଦେଲେ ହରସିମରତ୍ କୌର୍ ବାଦଲ

ସୀମାରେ ଚୀନ ସେନାର ନୂଆ ଷଡ଼ଯନ୍ତ୍ର

କରୋନା ମୁକାବିଲା ପାଇଁ ଏଇ ସହରରେ ଲାଗୁ ହେଲା ୧୪୪ ଧାରା

ଲଦାଖରେ ୩୦ ମହଲା ଉଚ୍ଚତାରେ ଜଗିଛନ୍ତି ଭାରତୀୟ ଯବାନ, ୯ ଚୀନ୍ ସେନା ପାଇଁ ଜଣେ ଭାରତୀୟ ସେନା ଭାରି ପଡ଼ିବ

You might also like