ପ୍ରଧାନ ବିଚାରପତିଙ୍କ ବିରୋଧରେ ଷଡଯନ୍ତ୍ର ଅଭିଯୋଗର ହେବ ତଦନ୍ତ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ରଂଜନ ଗୋଗୋଇଙ୍କ ବିରୋଧରେ ଷଡଯନ୍ତ୍ର ଅଭିଯୋଗର ତଦନ୍ତ ହେବ। ଏନେଇ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅନଙ୍ଗ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ ହୋଇଛି।

ଏହି କମିଟିକୁ ସିବିଆଇ ମୁଖ୍ୟ, ଦିଲ୍ଲୀ ପୋଲିସ ମୁଖ୍ୟ ଓ ଗୁଇନ୍ଦା ମୁଖ୍ୟ ସହଯୋଗ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତିଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆଣିଥିବା ମହିଳାଙ୍କ ପକ୍ଷରୁ ମାମଲା ଲଢିବା ପାଇଁ  ଆଇନଜୀବୀ ଉତ୍ସବ ବେନଙ୍କୁ ଦେଢ କୋଟି ଟଙ୍କା ଦେବାକୁ ପ୍ରସ୍ତାବ ଦିଆଯାଇଥିଲା।

ଏନେଇ ଆଇନଜୀବୀ ଉତ୍ସବ ବେନ୍ ତାଙ୍କ ସତ୍ୟପାଠରେ ଦର୍ଶାଇବା ପରେ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଏହାର ତଦନ୍ତ ପାଇଁ କମିଟି ଗଠନ କରାଯାଇଛି। ସେପଟେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତିଙ୍କ ବିରୋଧରେ ଆସିଥିବା ଅଭିଯୋଗର ତଦନ୍ତ ପ୍ରକ୍ରିୟା ଜାରି ରହିବ ବୋଲି ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତ।

ଆହୁରି ପଢ଼ନ୍ତୁ

ଉନ୍ନାଓ ପୀଡ଼ିତା ଓ ତାଙ୍କ ଓକିଲଙ୍କ ସଡ଼କ ଦୁର୍ଘଟଣାର ତଦନ୍ତ ପାଇଁ ସିବିଆଇକୁ ୧୪ ଦିନ ସମୟ ଦେଲେ ସୁପ୍ରିମକୋର୍ଟ

ମରଣ ମୁହଁରୁ ଜୀବନ ଛଡ଼ାଇ ଆଣିଲେ ସେନା ଯବାନ

ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ମିଶ୍ରଙ୍କ ପରଲୋକ

ଉତ୍ତର ଭାରତରେ ବନ୍ୟା ପରିସ୍ଥିତି ଗମ୍ଭୀର; ୨୮ ଜଣଙ୍କ ମୃତ୍ୟୁ

ନେହରୁଙ୍କ ଭୁଲ ନିଷ୍ପତ୍ତି ପାଇଁ ଗୋଆ ସ୍ୱାଧୀନତା ଫେରି ପାଇବାରେ ବିଳମ୍ବ ହେଲା-ଶିବରାଜ

ରାଜନାଥଙ୍କ ମନ୍ତବ୍ୟରେ ଇମ୍ରାନଙ୍କ ନିଦ ହଜିଗଲା, କହିଲେ, ପାକିସ୍ତାନ ସହ ନେହରୁ ଏବଂ ଗାନ୍ଧି ପରିବାର ବି ବିପଦରେ

ସ୍ୱାଭାବିକ ହେଉଛି ଜମ୍ମୁ କଶ୍ମୀର: ଖୋଲିଲା ସ୍କୁଲ, କଲେଜ ଓ ଅଫିସ

ବସ୍‌-କଣ୍ଟେନର ଧକ୍କା: ୧୧ ମୃତ

ବିଜେପିରେ ସାମିଲ୍ ହେଲେ ୬୦ ଟିଡିପି ନେତା

ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସିଂହ

ବନ୍ଦୀ ମେହବୁବା ଓ ଓମାର ଅବଦୁଲ୍ଲାଙ୍କ ଦିନ ଏବେ କଟୁଛି କେମିତି, ଜାଣନ୍ତୁ

ଜମ୍ମୁର ୫ ଜିଲ୍ଲାରେ ପୁଣି ବନ୍ଦ ହେଲା ମୋବାଇଲ୍-ଇଣ୍ଟରନେଟ୍ ସେବା

You might also like