ସୁପ୍ରିମକୋର୍ଟରେ ଗ୍ରୀଷ୍ମ ଅବକାଶ ଛୁଟି

ନୂଆଦିଲ୍ଲୀ: ଚଳିତ ମାସ ମେ ୧୩ ତାରିଖରୁ ଜୁନ ୩୦ ତାରିଖ ଯାଏ ସୁପ୍ରିମକୋର୍ଟରେ ଗ୍ରୀଷ୍ମ ଅବକାଶ ଛୁଟି ରହିବ। ତେବେ ମେ ୨୫ରୁ ୩୦ ମଧ୍ୟରେ ପ୍ରଧାନ ବିଚାରପତି ଜଷ୍ଟିସ୍ ରଞ୍ଜନ ଗୋଗୋଇ ଛୁଟିରେ ରହିବେ ବୋଲି ଜଣାପଡ଼ିଛି। ଜୁଲାଇ ୧ ତାରିଖରେ ସୁପ୍ରିମକୋର୍ଟ ପୁଣି ଖୋଲିବ।

ତେବେ ଏହି ଗ୍ରୀଷ୍ମ ଅବକାଶ ସମୟରେ ୩ଟି ପର୍ଯ୍ୟାୟରେ ବିଚାରପତି ମାନେ ଛୁଟିରେ ଯିବେ। ମେ ୧୩ରୁ ୨୮ ପ୍ରଥମ ପର୍ଯ୍ୟାୟ ରହିଥିବା ବେଳେ ମେ ୨୯ରୁ ୩୦ ରହିଛି ଦ୍ୱିତୀୟ ପର୍ଯ୍ୟାୟ। ତୃତୀୟ ପର୍ଯ୍ୟାୟର ତାରିଖ ଜୁନ ୧୪ରୁ ୩୦ ମଧ୍ୟରେ ସ୍ଥିର ହୋଇଥିବା ଜଣାପଡ଼ିଥିବା ବେଳେ ଏ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇନାହିଁ।

ତେବେ ଏହି ଗ୍ରୀଷ୍ମ ଅବକାଶ ସମୟରେ ଜରୁରୀ ଆବେଦନର ଶୁଣାଣି ପାଇଁ ପ୍ରଧାନ ବିଚାରପତି ସୁପ୍ରିମକୋର୍ଟର ଅନ୍ୟ ବିଚାରପତିଙ୍କୁ ମନୋନୀତ କରିପାରିବେ।

ଆହୁରି ପଢ଼ନ୍ତୁ

ପ୍ଲେ’ ଷ୍ଟୋରକୁ ପୁଣି ଫେରିଲା Paytm

ଚୀନକୁ ଆଉଏକ ଝଟ୍‌କା, ଏହି ଦେଶରେ ବି ବ୍ୟାନ୍ ହେଲା TikTok

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

ଡ୍ରଗ୍ସ ଲିଙ୍କ୍ ମାମଲାରେ ଆଉଜଣେ ପେଡଲର୍ ଗିରଫ

ଏଣିକି କୁକୁରଙ୍କ ପାଇଁ ବ୍ଲଡ୍ ବ୍ୟାଙ୍କ୍

ମୃତ୍ୟୁ ପୂର୍ବରୁ ଶେଷଥର ପାଇଁ କାହାକୁ କଲ୍‌ କରିଥିଲେ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ଦିଶା ?

କରୋନା ପଜିଟିଭ୍‌ କହି ପତ୍ନୀଙ୍କ ପାଖରୁ ଖସିଗଲେ, ଗର୍ଲଫ୍ରେଣ୍ଡ୍‌ଙ୍କ ସହ ଧରାପଡ଼ିଲେ

ନୂଆ କୃଷି ବିଲ୍‌‌କୁ କାହିଁକି ଡରୁଛନ୍ତି ଚାଷୀ ?

ଦେଶରେ ଦିନକରେ ୯୬ହଜାର ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ

ୱାଶ୍‌ରୁମ୍‌ରୁ ମିଳିଲା ଜଣାଶୁଣା ଫ୍ୟାଶନ୍‌ ଡିଜାଇନର୍‌ଙ୍କ ମୃତଦେହ

ବିରୋଧ ସତ୍ତ୍ୱେ ଲୋକସଭାରେ ପାରିତ ହେଲା କୃଷି ବିଲ

ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

You might also like