ତଦନ୍ତ ବେଳେ ସମ୍ପତ୍ତି ଜବତ କରିପାରିବ ନାହିଁ ପୁଲିସ୍

ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି। ତଦନ୍ତ ଚାଲିଥିବା ବେଳେ ସ୍ଥାବର ସମ୍ପତ୍ତି ଜବତ କରିପାରିବ ନାହିଁ ପୁଲିସ୍। ମଙ୍ଗଳବାର ପ୍ରଧାନ ବିଚାରପତି ଜଷ୍ଟିସ୍‌ ରଞ୍ଜନ ଗୋଗୋଇ, ଜଷ୍ଟିସ୍ ଦୀପକ ଗୁପ୍ତା ଓ ସଞ୍ଜୀବ ଖାନ୍ନା ଗଠିତ ୩ ଜଣିଆ ଖଣ୍ଡପୀଠ ଏପରି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି।

କ୍ରିମିନାଲ୍‌ ପ୍ରୋସିଡ୍ୟୁରୋ କୋଡ୍ ଧାରା ୧୦୨ ଅନୁଯାୟୀ ପୁଲିସ୍ ତଦନ୍ତ ବେଳେ ସେ ସମ୍ପର୍କିତ ସମ୍ପତ୍ତି ଜବତ କରିପାରିବ, କିନ୍ତୁ ସ୍ଥାବର ସମ୍ପତ୍ତି ଜବକ କରିପାରିବ ନାହିଁ ବୋଲି କୋର୍ଟ କହିଛନ୍ତି।

ସୂଚନାଯୋଗ୍ୟ, ନିକଟରେ ମହାରାଷ୍ଟ୍ର ସରକାର ଆଇପିସି ଧାରା ୧୦୨କୁ ବମ୍ୱେ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ବମ୍ବେ ହାଇକୋର୍ଟ ମାମଲାର ଶୁଣାଣି କରି ପୁଲିସ୍ ତଦନ୍ତ ବେଳେ ସ୍ଥାବର ସମ୍ପତ୍ତି ଜବତ କରିପାରିବ ନାହିଁ ବୋଲି ରାୟ ଦେଇଥିଲେ। ଯାହାକୁ ବିରୋଧ କରିଥିଲେ ମହାରାଷ୍ଟ୍ର ସରକାର। ଏହାପରେ ବମ୍ୱେ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ମହାରାଷ୍ଟ୍ର ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସୁପ୍ରିମକୋର୍ଟ ତାଙ୍କ ରାୟରେ ବମ୍ବେ ହାଇକୋର୍ଟଙ୍କ ରାୟକୁ କାୟମ ରଖିଛନ୍ତି।

ଆହୁରି ପଢ଼ନ୍ତୁ

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ଚୀନକୁ ଚେକ୍ ଦେବା ପାଇଁ LACରେ ଜଗିଛି ’ନିର୍ଭୟ’

You might also like