ତେଲେଙ୍ଗାନାର ପ୍ରଥମ ମହିଳା ରାଜ୍ୟପାଳ ହେଲେ ତାମିଲିସାଇ ସୁନ୍ଦରରାଜନ

ହାଇଦ୍ରାବାଦ: ତେଲେଙ୍ଗାନାର ପ୍ରଥମ ମହିଳା ରାଜ୍ୟପାଳ ଭାବରେ ଡକ୍ଟର ତାମିଲିସାଇ ସୁନ୍ଦରରାଜନ ଆଜି ଶପଥ ଗ୍ରହଣ କରିଛନ୍ତି। ତେଲେଙ୍ଗାନା ହାଇକୋର୍ଟର ମୁଖ୍ୟ ବିଚାରପତି ଆରଏସ ଚୌହ୍ୱାନ୍ ଆଜି ତାଙ୍କୁ ଶପଥ ପାଠ କରାଇଛନ୍ତି।

ରାଜଭବନରେ ଆୟୋଜିତ ଏହି ଶପଥ ସମାରୋହରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ, ଅନ୍ୟାନ୍ୟ ମନ୍ତ୍ରୀ, ବାଚସ୍ପତି ଏବଂ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ।

ଡକ୍ଟର ତାମିଲିସାଇ ସୁନ୍ଦରରାଜନ ପୂର୍ବରୁ ତାମିଲନାଡୁ ବିଜେପିର ସଭାପତି ଥିଲେ। ରାଜ୍ୟପାଳ ଭାବରେ ଶପଥ ନେବା ପରେ ସେ ହୋଇଛନ୍ତି ତେଲେଙ୍ଗାନାର ଦ୍ୱିତୀୟ ରାଜ୍ୟପାଳ । ତାଙ୍କ ପୂର୍ବରୁ ଇଏସଏଲ ନରସିଂହନ ରାଜ୍ୟପାଳ ଥିଲେ। ନରସିଂହ ଉଭୟ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାର ରାଜ୍ୟପାଳ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ।

ଆଜି ଅପରାହ୍ନରେ ମଧ୍ୟ ତେଲେଙ୍ଗାନାର ନୂଆ କ୍ୟାବିନେଟ ମନ୍ତ୍ରୀ ଶପଥ ଗ୍ରହଣ କରିବେ। ଅପରାହ୍ନ ୪ଟାରେ ରାଜ୍ୟପାଳ ନୂଆ କ୍ୟାବିନେଟ୍ ମନ୍ତ୍ରୀଙ୍କୁ ଶପଥ ପାଠ କରାଇବେ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

ଶେଷ ଡିବେଟ୍‌ରେ ଭାରତର ବାୟୁପ୍ରଦୂଷ ଆମେରିକା ଠାରୁ ଖରାପ ବୋଲି କହିଲେ ଟ୍ରମ୍ପ

ତାଲିବାନ ଆତଙ୍କବାଦୀଙ୍କ ଆକ୍ରମଣରେ ୨୦ ଆଫଗାନୀ ଯବାନ ସହିଦ

ଝିଅ ବାହାଘରରେ ଖର୍ଚ୍ଚ କରିଥିଲେ ୪୮୫ କୋଟି, ଏବେ ଦେବାଳିଆ

ଖଣ୍ଡାରେ କାଟିଲେ ବର୍ଥ ଡେ’ କେକ୍‌, ଘରୁ ଉଠାଇ ନେଲା ପୋଲିସ୍‌

ବାପାଙ୍କୁ ପିଟିପିଟି ମାରିଦେଲା ୧୬ ବର୍ଷର ଝିଅ

ବୟସ ୧୪, ଉଚ୍ଚତା ୭ ଫୁଟରୁ ଅଧିକ

ନା ଅଛି ମୋବାଇଲ୍‌ ନା ଚପଲ, ତଥାପି ନିର୍ବାଚନ ଲଢ଼ୁଛନ୍ତି ୭୨ ବର୍ଷୀୟ ବୃଦ୍ଧ

ସପିଂ ମଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଆମେରିକାରେ କରୋନା ଆକ୍ରାନ୍ତଙ୍କୁ ଦିଆଯିବ ରେମେଡସିଭିର୍

୧୦ ଟଙ୍କାରେ ବିରିୟାନୀ ବିକୁଥିଲେ, ଉଠାଇ ନେଲା ପୋଲିସ୍‌

ଆଶ୍ୱସ୍ତିର ଖବର; କୋଭାକ୍ସିନକୁ ମିଳିଲା ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ଟ୍ରାଏଲ ଅନୁମତି

ପିଆଜ ଚୋରି କରି ବନ୍ଧା ହେଲେ

You might also like