ରାସନ୍ କାର୍ଡ ସହିତ ଆଧାର ନମ୍ବର ଲିଙ୍କ୍‌ ଅବଧି ବଢିଲା

ନୂଆଦିଲ୍ଲୀ: ସବୁ ରାସନ୍ କାର୍ଡ ସହିତ ଆଧାର ନମ୍ବରକୁ ଲିଙ୍କ କରିବା ଲାଗି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଆସନ୍ତା ସେପଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ସମୟ ଦିଆଯାଇଛି।

ଏହି ସମୟ ପର୍ଯ୍ୟନ୍ତ ଆଧାର ନମ୍ବର ଲିଙ୍କ କରି ନ ଥିବା କୈଣସି ହିତାଧିକାରୀଙ୍କୁ ସେମାନଙ୍କ କୋଟାର ଖାଦ୍ୟ ଶସ୍ୟରୁ ବଞ୍ଚିତ କରାଯିବ ନାହିଁ।

ଏ ନେଇ ସ୍ପଷ୍ଟ କରିଛି ଖାଉଟି କଲ୍ୟାଣ, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରଣାଳୟ। ଆଧାର ନମ୍ବର ସହ ଲିଙ୍କ କରି ନ ଥିବା ହିତାଧିକାରୀଙ୍କ ରାସନ କାର୍ଡ ବାତିଲ କରାଯିବ ବୋଲି କିଛି ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ଏହାପରେ ମନ୍ତ୍ରଣାଳୟ ଆଜି ଏହା ସ୍ପଷ୍ଟ କରିଛି।

ଆହୁରି ପଢ଼ନ୍ତୁ

ରାୟୁଡୁଙ୍କ ଧମାକା: ମୁମ୍ବାଇକୁ ଚକମା ଦେଲା ଚେନ୍ନାଇ

ଅନ୍ତିମ ଯାତ୍ରାରେ ବାହାରିଲା INS ବିରାଟ

କରୋନା ଆରୋଗ୍ୟ ହାର: ଆମେରିକାକୁ ପଛରେ ପକାଇ ଭାରତ ଆଗରେ

ଲକ୍‌‌ଡାଉନ ସମୟରେ ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍‌‌ରେ ୯୭ ଶ୍ରମିକଙ୍କ ମୃତ୍ୟୁ ଘଟିଛି

ସାମ୍ବାଦିକଙ୍କ ସମେତ ଚୀନ ଓ ନେପାଳ ନାଗିରକ ଗିରଫ; ଚୀନ ଗୁଇନ୍ଦା ସଂସ୍ଥାକୁ ଦେଉଥିଲେ ଗୁପ୍ତ ଖବର

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ରେଡ୍‌ ବେଳେ ୯ ଆତଙ୍କବାଦୀ ଗିରଫ, ଦେଶରେ ବଡ଼ ଧରଣର ହମ୍‌ଲା ପାଇଁ କରିଥିଲେ ଯୋଜନା

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ପ୍ଲେ’ ଷ୍ଟୋରକୁ ପୁଣି ଫେରିଲା Paytm

ଚୀନକୁ ଆଉଏକ ଝଟ୍‌କା, ଏହି ଦେଶରେ ବି ବ୍ୟାନ୍ ହେଲା TikTok

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

You might also like