ଆସନ୍ତା ୬ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବ ଲଘୁଚାପ

ନୂଆଦିଲ୍ଲୀ: ଭାରତ ମହାସାଗର ଓ ଏହାର ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମେ ଘନୀଭୂତ ହୋଇ ଡିପ୍ ଡିପ୍ରେସନ୍‌ରେ ପରିଣତ ହୋଇଛି। ଏହା ଆସନ୍ତା ୬ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେଇ ୨୪ ଘଣ୍ଟା ମଧ୍ୟରେ ଭୀଷଣ ବାତ୍ୟାର ରୂପ ନେବ।

ତେବେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶା ପ୍ରତି କୌଣସି ବିପଦ ନାହିଁ କି ସତର୍କ ସୂଚନା ମଧ୍ୟ ନାହିଁ ବୋଲି ପାଣିପାଗ ବିଭାଗ କହିଛି। ସମ୍ଭାବ୍ୟ ବାତ୍ୟା ଏବେ ଚେନ୍ନାଇରୁ ୧୧୮୦ ଏବଂ ମଚ୍ଛଲିପଟନମ୍‌ ଠାରୁ ୧୪୬୦ କି.ମି. ଦୂରରେ ରହିଛି। ଆସନ୍ତା ୩୦ ତାରିଖ ସଂଧ୍ୟା ସୁଦ୍ଧା ଏହା ତାମିଲନାଡୁ-ଆନ୍ଧ୍ରପ୍ରଦେଶ ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

ଚାଇନା ରାଷ୍ଟ୍ରପତିଙ୍କୁ ନିନ୍ଦା କଲେ ଦଣ୍ଡ ୧୮ ବର୍ଷ ଜେଲ

୨୦୧୫ରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ ଖର୍ଚ୍ଚ ହୋଇଛି ୫୦୦ କୋଟିରୁ ଅଧିକ ଟଙ୍କା

ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍‌ ପଡ଼ିଲା ଆଳୁ, ପିଆଜ, ଡାଲି

କେବେଠୁ ହେବ ୟୁଜି ଓ ପିଜି କ୍ଲାସ? ଜାଣନ୍ତୁ…

You might also like