ଦେଶର ୧୩ଟି ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳରେ ଚାଲିଛି ଭୋଟ୍ ଗ୍ରହଣ

ନୂଆଦିଲ୍ଲୀ: ସାଧାରଣ ନିର୍ବାଚନ ପାଇଁ ଆଜି ଦେଶର ୧୩ଟି ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳରେ ତୃତୀୟ ପର୍ଯ୍ୟାୟ ପାଇଁ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି।

ଆସାମ, ବିହାର, ଛତିଶଗଡ଼, ଜମ୍ମୁ ଓ କଶ୍ମୀର , କର୍ଣ୍ଣାଟକ, ମହାରାଷ୍ଟ୍ର, ଓଡ଼ିଶା, ଉତ୍ତରପ୍ରଦେଶ ଓ ପଶ୍ଚିମବଙ୍ଗରେ ଭୋଟ୍ ଗ୍ରହଣ ଚାଲିଛି।

ସେହିପରି ଗୁଜରାଟ, କେରଳ, ଦାଦରାନଗର ହାବେଲି, ଗୋଆ ଓ ଡାମନ୍ ଡିଉର ସମସ୍ତ ଲୋକସଭା ଆସନରେ ମଧ୍ୟ ଆଜି ଭୋଟ୍ ଗ୍ରହଣ ହେଉଛି। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ବେଳେ ବାତିଲ ହୋଇଥିବା ତ୍ରିପୁରା ଇଷ୍ଟ୍‌ ଆସନରେ ମଧ୍ୟ ଆଜି ମତଦାନ ହେଉଛି।

ଆହୁରି ପଢ଼ନ୍ତୁ

କୃଷି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ରବି କିଶନଙ୍କୁ ମିଳୁଛି କି ହତ୍ୟା ଧମକ ?

ଜେଡିୟୁରେ ମିଶିଲେ ବିହାରର ପୂର୍ବତନ ଡିଜିପି

ଆଜି ଦିନକରେ ଯେତିକି ଆକ୍ରାନ୍ତ ଚିହ୍ନଟ ହେଲେ ତା’ଠୁ ଅଧିକ ସୁସ୍ଥ ହେଲେ

ନୀତୀଶଙ୍କ ଦଳରେ ମିଶିବେ ପୂର୍ବତନ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ

କରୋନାର ଭୟଙ୍କର ପ୍ରଭାବ ବିଷୟରେ କ’ଣ କହିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ?

‘କୃଷକ ଆତ୍ମନିର୍ଭର ଭାରତର ଆଧାର’

ଭାରତରେ ନାଁ ବଦଳାଇ ଲୋକପ୍ରିୟ ହେଉଛନ୍ତି ଚାଇନିଜ୍ ଆପ୍‌

ଜିଓକୁ ପଛରେ ପକାଇଲା ଏୟାର୍‌ଟେଲ୍‌

ମିରଟରେ ନିର୍ଭୟା ଘଟଣାର ପୁନରାବୃତ୍ତି: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣଦୁଷ୍କର୍ମ

ଅକ୍ସିଜେନ୍‌ ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କ ପରଲୋକ

You might also like