Gold Price Today: ସୁନା ଦରରେ ବୃଦ୍ଧି, ରୂପା ବି ହେଲା ମହଙ୍ଗା

ନୂଆଦିଲ୍ଲୀ: ସପ୍ତାହ ଆରମ୍ଭରୁ ସୁନା ଓ ରୂପା ଦରରେ ବୃଦ୍ଧି ଦେଖିବାକୁ ମିଳିଛି। ଆଜି ଟ୍ରେଡିଂ ଆରମ୍ଭରୁ ସୁନା ଓ ରୂପା ଦରରେ ବୃଦ୍ଧି ଦେଖିବାକୁ ମିଳିଥିଲା।

ଆଜି ପାଖାପାଖି ଦିନ ୧୦ଟାରେ ସୁନା ଦର Multi Commodity Exchange(MCX)ରେ ୧୨୨ଟଙ୍କା ବୃଦ୍ଧି ସହ ପ୍ରତି ୧୦ ଗ୍ରାମକୁ ୫୧,୪୪୧ଟଙ୍କାରେ କାରବାର ଚାଲିଥିଲା। ରୂପା ଦର MCXରେ ୨୨୫ଟଙ୍କା ବୃଦ୍ଧି ସହ ପ୍ରତି କି.ଗ୍ରା.କୁ ୬୮,୧୫୩ଟଙ୍କାରେ କାରବାର ଚାଲିଥିଲା।

Good Returnsର ଏକ ରିପୋର୍ଟ ଅନୁସାରେ, ଆଜି ୨୪ କ୍ୟାରେଟ୍‌ ସୁନା ପ୍ରତି ୧୦ ଗ୍ରାମକୁ ୫୪,୪୬୦ଟଙ୍କା ଥିବାବେଳେ ରୂପା ଦର ପ୍ରତି କିଲୋକୁ ୬୭ହଜାର ୯୧୦ଟଙ୍କା ରହିଛି।

ଆହୁରି ପଢ଼ନ୍ତୁ

କମିଲା ସୁନା ଓ ରୂପା ଦର

ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ…

ଶିବାଙ୍ଗୀ ସିଂ ହେବେ ଲଢୁଆ ବିମାନ ରାଫେଲ୍‌ର ପ୍ରଥମ ମହିଳା ପାଇଲଟ୍‌

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

You might also like