Gold Price Today: ସୁନା ଦରରେ ବୃଦ୍ଧି, ରୂପାର ଚାହିଦା ବି ବଢ଼ୁଛି

ନୂଆଦିଲ୍ଲୀ: ସପ୍ତାହ ଆରମ୍ଭରୁ ସୁନା ଓ ରୂପା ଦରରେ ବୃଦ୍ଧି ଦେଖିବାକୁ ମିଳିଛି। ଆଜି ଟ୍ରେଡିଂ ଆରମ୍ଭରୁ ସୁନା ଓ ରୂପା ଦରରେ ବୃଦ୍ଧି ଦେଖିବାକୁ ମିଳିଥିଲା। ଆଜି ଦିନ ୧୧ଟାରେ ସୁନା ଦର Multi Commodity Exchange(MCX)ରେ ୨୪୦ଟଙ୍କା ବୃଦ୍ଧି ସହ ପ୍ରତି ୧୦ ଗ୍ରାମକୁ ୫୧,୬୮୮ଟଙ୍କାରେ କାରବାର ଚାଲିଥିଲା।

ଯଦି ଆମେ Domestic futures marketରେ ରୂପା କଥା କହିବା, ତେବେ ଆଜି ଦିନ ୧୧ଟାରେ Multi Commodity Exchange(MCX)ରେ ୧,୩୨୪ଟଙ୍କା ବୃଦ୍ଧି ସହ ପ୍ରତି କି.ଗ୍ରା.କୁ ୬୭,୩୦୦ଟଙ୍କାରେ କାରବାର ଚାଲିଥିଲା।

Good Returnsର ଏକ ରିପୋର୍ଟ ଅନୁସାରେ, ଆଜି ୨୪ କ୍ୟାରେଟ୍‌ ସୁନା ପ୍ରତି ୧୦ ଗ୍ରାମକୁ ୫୧ ହଜାର ୪୭୦ଟଙ୍କା ଥିବାବେଳେ ରୂପା ଦର ପ୍ରତି କିଲୋକୁ ୬୬ହଜାର ୩୭୦ଟଙ୍କା ରହିଛି।

ପଢ଼ନ୍ତୁ: ଦୀପାବଳି ସୁଦ୍ଧା ରେକର୍ଡ ଭାଙ୍ଗିପାରେ ସୁନା ଦର

ଆହୁରି ପଢ଼ନ୍ତୁ

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ଚୀନକୁ ଚେକ୍ ଦେବା ପାଇଁ LACରେ ଜଗିଛି ’ନିର୍ଭୟ’

You might also like