ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ଆଜି ନାମାଙ୍କନ ପତ୍ର ଦାଖଲ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍ତରପ୍ରଦେଶ ବାରଣାସୀ ଲୋକସଭା ଆସନରୁ ଆଜି ମୋଦି ପ୍ରାର୍ଥିପତ୍ର ଦାଖଲ କରିବେ।

ମୋଦିଙ୍କ ନାମାଙ୍କନପତ୍ର ଦାଖଲ ବେଳେ ଏନ୍‌ଡିଏରେ ଥିବା ପ୍ରାୟ ସବୁ ଦଳର ମୁଖ୍ୟ ଯୋଗ ଦେବେ। ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ, ଜେଡିୟୁ ମୁଖ୍ୟ ଶରଦ ଯାଦବଙ୍କ ସମେତ ଅନ୍ୟ ଦଳର ବରିଷ୍ଠ ନେତା ପ୍ରମୁଖ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି।

ଗତକାଲି ମୋଦି ଏକ ବିରାଟ ରୋଡ୍ ଶୋ କରି ବାରଣାସୀରେ ଶକ୍ତି ପ୍ରଦର୍ଶନ କରିଥିଲ। ଏଥିରେ ବିଏଚ୍‌ୟୁରୁ ଦଶ୍ୱାଶ୍ୱମେଧ ଘାଟ ପର୍ଯ୍ୟନ୍ତ ଦୀର୍ଘ ୭ କିଲୋମିଟର ରାସ୍ତାରେ ସେ ମେଗା ରାଲି କରିଥିଲୋ ଯେଉଁଥିରେ ଲକ୍ଷ ଲକ୍ଷ ସମର୍ଥକ ସାମିଲ ହୋଇଥିଲେ। ପ୍ରଧାନମନ୍ତ୍ରୀ ବାରଣାସୀରେ ଗଙ୍ଗା ଆଳତୀ ମଧ୍ୟ କରିଥିଲେ।

ଆହୁରି ପଢ଼ନ୍ତୁ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

ଚାଇନା ରାଷ୍ଟ୍ରପତିଙ୍କୁ ନିନ୍ଦା କଲେ ଦଣ୍ଡ ୧୮ ବର୍ଷ ଜେଲ

୨୦୧୫ରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ ଖର୍ଚ୍ଚ ହୋଇଛି ୫୦୦ କୋଟିରୁ ଅଧିକ ଟଙ୍କା

ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍‌ ପଡ଼ିଲା ଆଳୁ, ପିଆଜ, ଡାଲି

କେବେଠୁ ହେବ ୟୁଜି ଓ ପିଜି କ୍ଲାସ? ଜାଣନ୍ତୁ…

You might also like