୫ମ ଦିନରେ ବଢିଲା ପେଟ୍ରୋଲ ଦର

ନୂଆଦିଲ୍ଲୀ: ଆଜି ୫ମ ଦିନରେ ବି ପେଟ୍ରୋଲ ଦର ବୃଦ୍ଧି ଜାରି ରହିଛି। ସରକାରୀ ତୈଳ କମ୍ପାନୀ ଇଣ୍ଡିଆନ ଅଏଲ(IOC) , ଭାରତ ପେଟ୍ରୋଲିୟମ କର୍ପୋରେଶନ ଲି.(BPCL) ଏବଂ ହିନ୍ଦୁସ୍ଥାନ ପେଟ୍ରୋଲିୟମ କର୍ପୋରେଶନ ଲି. (HPCL) ସୋମବାର ପଞ୍ଚମ ଦିନ ପାଇଁ ପୁଣି ପେଟ୍ରୋଲ ଦରରେ ବୃଦ୍ଧି ଘଟିଥିବା ସୂଚନା ଦେଇଛନ୍ତି।

ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ୧୩ ପଇସା ମହଙ୍ଗା ହୋଇଛି। ଦରବୃଦ୍ଧି ପରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୮୧.୬୨ ଟଙ୍କା ହୋଇଛି। ସୂଚନାଥାଉ କି, ଲଗାତାର ଦରବୃଦ୍ଧି ପରେ ପେଟ୍ରୋଲ ଦର ୧.୧୯ ବୃଦ୍ଧି ପାଇଛି । ତେବେ ଅଗଷ୍ଟ ୧୯ ତାରିଖ ପେଟ୍ରୋଲ ଦର ସ୍ଥିର ରହିଥିଲା। ତେବେ ଡିଜେଲ ଦରରେ କୌଣସି ପରିବର୍ତ୍ତନ ହୋଇନାହିଁ। ଡିଜେଲ ଦର ୭୩.୫୬ ଟଙ୍କା ରହିଛି।

ମୁମ୍ବାଇ ପେଟ୍ରୋଲ ଲିଟର ପିଛା ଦର ୮୮.୨୮ ଟଙ୍କା ଥିବାବେଳେ ଡିଜେଲ ଦର ୮୦.୧୧ ଟଙ୍କା ରହିଛି। କୋଲକାତାରେ ପେଟ୍ରୋଲ ଦର ୮୩.୧୩ ଏବଂ ଡିଜେଲ ୭୭.୦୬ ଏବଂ ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ଦର ୮୪.୬୪ ଏବଂ ଡିଜେଲ ୭୮.୮୬ ଟଙ୍କା ରହିଛି।

ଆହୁରି ପଢ଼ନ୍ତୁ

କମିଲା ସୁନା ଓ ରୂପା ଦର

ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ…

ଶିବାଙ୍ଗୀ ସିଂ ହେବେ ଲଢୁଆ ବିମାନ ରାଫେଲ୍‌ର ପ୍ରଥମ ମହିଳା ପାଇଲଟ୍‌

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

You might also like