ସେନାକୁ ବଡ଼ ସଫଳତା; ଏନକାଉଣ୍ଟରରେ ଲସ୍କର ଟପ କମାଣ୍ଡର ନିହତ

ଶ୍ରୀନଗର: ଜମ୍ମୁ ଓ କଶ୍ମୀରରେ ସେନାକୁ ବଡ଼ ସଫଳତା ମିଳିଛି। କଶ୍ମୀରର ହନ୍ଦୱାରାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ବେଳେ ଦୁଇ ଆତଙ୍କବାଦୀ ନିପାତ ହୋଇଛନ୍ତି। ଏହି ଏନକାଉଣ୍ଟରରେ ଲସ୍କରର ଟପ କମାଣ୍ଡର ହାଇଦର ନିହତ ହୋଇଥିବା ସୂଚନା ମିଳିଛି।

ଯେଉଁ ଯବାନମାନେ ଏନକାଉଣ୍ଟରରେ ଟପ କମାଣ୍ଡର ହାଇଦର ସମେତ ଅନ୍ୟ ଜଣେ ଆତଙ୍କବାଦୀଙ୍କୁ ନିପାତ କରିଛନ୍ତି ସେହି ଯବାନମାନେ ସହିଦ ହୋଇଛନ୍ତି।

ଆତଙ୍କବାଦୀଙ୍କ ସହ ଗୁଳି ବିନିମୟ ବେଳେ ଏହି ୫ ଯବାନ ସହିଦ ହୋଇଛନ୍ତି। ସହିଦଙ୍କ ମଧ୍ୟରେ ଜଣେ କର୍ଣ୍ଣେଲ, ଜଣେ ମେଜରଙ୍କ ସମେତ ଦୁଇ ଜଣ ଯବାନ ଓ ଜମ୍ମୁ କଶ୍ମୀରର ଜଣେ ପୁଲିସ ଅଧିକାରୀ ମଧ୍ୟ ଅଛନ୍ତି।

ଆହୁରି ପଢ଼ନ୍ତୁ

ଭାଙ୍ଗିଲା ପୁରୁଣା ସମ୍ପର୍କ; ଏନ୍‌ଡିଏକୁ ବାଏ ବାଏ କଲା ସିରୋମଣି ଅକାଳି ଦଳ

ଅକ୍ଟୋବର-୧ରୁ ସିନେମା, ନାଟକ, ମୁକ୍ତାକାଶ ରଙ୍ଗମଞ୍ଚ ଓ ଯାତ୍ରା ଆଦିକୁ ଅନୁମତି

ସରକାରଙ୍କୁ ଏସଆଇଆଇ ଅଧ୍ୟକ୍ଷକଙ୍କ ପ୍ରଶ୍ନ; କରୋନା ଭ୍ୟାକ୍ସିନ୍ ପାଇଁ‌ ୮୦ ହଜାର କୋଟି ଅଛି ତ ?

ଜାତିସଂଘର ନିଷ୍ପତ୍ତି ଗ୍ରହଣ ବର୍ଗର ସଦସ୍ୟ ହେବା ପାଇଁ ଆଉ କେତେ ଦିନ ଅପେକ୍ଷା କରିବ ଭାରତ ?

ମିଳିତ ଜାତିସଂଘରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ: କରୋନା ମହାମାରୀ ବେଳେ ଜାତିସଂଘର ଭୂମିକା କୁଆଡ଼େ ଗଲା ?

ଡ୍ରଗ୍ସ ନେଉଥିବା କଥା ଅସ୍ୱୀକାର କଲେ ସାରା ଓ ଶ୍ରଦ୍ଧା

କେନ୍ଦ୍ର ବିଜେପିରେ ବଡ଼ଧରଣର ପରିବର୍ତ୍ତନ; କାହାକୁ କେଉଁ ଦାୟିତ୍ୱ ମିଳିଲା ଜାଣନ୍ତୁ

କଙ୍ଗନାଙ୍କ ବିରୋଧରେ ମାମଲା ରୁଜୁ

WHO ସତର୍କବାଣୀ; କରୋନାରେ ୨୦ ଲକ୍ଷ ଲୋକଙ୍କ ଜୀବନ ଯିବ

ଜାତିସଂଘରେ ପାକିସ୍ତାନ ଉପରେ ବର୍ଷିଲା ଭାରତ: କହିଲା- ‘ନିର୍ଲଜ ଦେଶ ହିଁ ଏଭଳି ମତ ରଖିପାରେ’

ଭାରତର ବନ୍ଧୁ ବୋଲି ପୁଣି ଥରେ ପ୍ରମାଣିତ କଲା ମାଲଦୀପ

NCB ଅଫିସ୍‌ରେ ହାଜର ହେଲେ ଶ୍ରଦ୍ଧା, ସାରା

You might also like