ଆର୍ମି ହସ୍‌ପିଟାଲ୍‌ରେ ଭର୍ତ୍ତି ହେଲେ ଟ୍ରମ୍ପ

ୱାଶିଂଟନ: କରୋନାରେ ଆକ୍ରାନ୍ତ ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲଡ୍ ଟ୍ରମ୍ପଙ୍କୁ ଚିକିତ୍ସା ପାଇଁ ୱାଲଟର ରିଡ୍ ଆର୍ମି ମେଡିକାଲ ସେଣ୍ଟରରେ ଭର୍ତ୍ତି କରାଯାଇଛି । ଏନେଇ ହ୍ୱାଇଟ ହାଉସ ପକ୍ଷରୁ ସୂଚନା ଦିଆଯାଇଛି । ଟ୍ରମ୍ପ ଏବେ କ୍ଲାନ୍ତ ଅନୁଭବ କରୁଥିଲେ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ।

ଗତକାଲି ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପ ଓ ତାଙ୍କ ପତ୍ନୀ ମେଲାନିଆ ଟ୍ରମ୍ପ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା ।ଆସନ୍ତା ମାସ ୩ ତାରିଖରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ରହିଛି। ତାପୂର୍ବରୁ ଟ୍ରମ୍ପଙ୍କ ଏକାଧିକ ରାଜନୈତିକ ରାଲିର କାର୍ଯ୍ୟକ୍ରମ ଥିଲା। ତେବେ ସେଗୁଡିକ ଭର୍ଚୁଆଲ ମୋଡ୍‌ରେ କରାଯାଇପାରେ କିମ୍ବା ବାତିଲ ହୋଇପାରେ ବୋଲି ସୂଚନା ମିଳିଛି ।

ଟ୍ରମ୍ପଙ୍କ ପରିବାର ସଦସ୍ୟଙ୍କୁ ନେଇ ହେବାକୁ ଥିବା ରାଲିକୁ ବାତିଲ କରାଯାଇଛି । ଅନ୍ୟପକ୍ଷରେ ଡେମୋକ୍ରାଟିକ ପ୍ରାର୍ଥୀ ଜୋ ବିଡେନଙ୍କ କରୋନା ପରୀକ୍ଷା କରାଯାଇଥିଲେ ମଧ୍ୟ ରିପୋର୍ଟ ନେଗେଟିଭ୍ ଆସିଛି ।

ଆହୁରି ପଢ଼ନ୍ତୁ

କେନ୍ଦ୍ରମନ୍ତ୍ରୀ ରାମଦାସ ଆଠୱାଲେ କରୋନା ପଜିଟିଭ୍

୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ରୋଗୀ

ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହେଲେ ୧, ୨୪୭

ମଣିଷ ଶରୀରରେ କରୋନା ଟିକା ଦିଆଯିବା ପରେ ଆସିଲା ରୋଚକ ତଥ୍ୟ

ଆଖି ବୁଜିଲେ ୧୪ କରୋନା ଆକ୍ରାନ୍ତ

ଆଜି ଚିହ୍ନଟ ହେଲେ ୧, ୪୮୦ କରୋନା ପଜିଟିଭ, ଖୋର୍ଦ୍ଧାରୁ କମୁଛି, ଅନୁଗୋଳରେ ବଢୁଛି

କରୋନାରୁ ସୁସ୍ଥ ହେଲେ ଆଉ ୨୦୭୧ ଆକ୍ରାନ୍ତ

ଯେମିତି ନିର୍ବାଚନ, ସେଇ ପଦ୍ଧତିରେ ହେବ ଦେଶରେ କୋଭିଡ୍ ଟିକାକରଣ

ବାଃ କୋଭିଡ୍‌ ଯୋଦ୍ଧା, ଅସୁସ୍ଥ କରୋନା ରୋଗୀଙ୍କୁ ଅଧକିଲୋମିଟର ପିଠିରେ ବୋହି ଆମ୍ବୁଲାନ୍ସରେ ବସାଇଲେ

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ରାଜ୍ୟରେ ଆଉ ୨୬୧୩ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

You might also like