ଦିଲ୍ଲୀରୁ ଧରାପଡ଼ିଲେ ୨ ଆତଙ୍କବାଦୀ

ନୂଆଦିଲ୍ଲୀ: ଦିଲ୍ଲୀ ପୋଲିସ୍‌ର ସ୍ପେଶାଲ୍ ସେଲ୍‌‌ ଉତ୍ତର ପଶ୍ଚିମ ଦିଲ୍ଲୀରୁ ୨ ଆତଙ୍କବାଦୀଙ୍କୁ ଗିରଫ କରିଛନ୍ତି। ଏମାନେ Babbar Khalsa International (BKI)ର ଆତଙ୍କବାଦୀ ବୋଲି ଜଣାପଡ଼ିଛି।

ପୋଲିସ୍‌ ସହ ଗୁଳି ବିନିମୟ ପରେ ଏହି ଆତଙ୍କବାଦୀମାନେ ଧରାପଡ଼ିଛନ୍ତି। ସେମାନଙ୍କ ନିକଟରୁ ବିପୁଳ ପରିମାଣର ଗୋଳାବାରୁଦ ଓ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି।

ଉଭୟ ଆତଙ୍କବାଦୀ ପଞ୍ଜାବରେ କିଛି ମାମଲାରେ ମୋଷ୍ଟ ୱାଣ୍ଟେଡ୍‌ ଥିଲେ ବୋଲି ଦିଳ୍ଲୀ ପୋଲିସ୍ ସ୍ପେଶାଲ୍‌ ସେଲ୍‌ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ଚୀନକୁ ଚେକ୍ ଦେବା ପାଇଁ LACରେ ଜଗିଛି ’ନିର୍ଭୟ’

You might also like