ଏନକାଉଣ୍ଟର; ୪ ଆତଙ୍କୀ ନିପାତ

ଶ୍ରୀନଗର: ଦକ୍ଷିଣ କାଶ୍ମୀରର ସୋପିଆନ୍ ଜିଲ୍ଲାରେ ଏନକାଉଣ୍ଟର। ଏଥିରେ ୪ ଆତଙ୍କବାଦୀ ନିପାତ ହୋଇଛନ୍ତି ।ଆତଙ୍କବାଦୀମାନେ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ମିଳିତ ଅପରେସନ କରାଯାଇଥିଲା।

ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଆକ୍ରମଣ କରିଥିଲେ । ଜବାବୀ କାର୍ଯ୍ୟାନୁଷ୍ଠାନରେ ପ୍ରଥମେ ଦୁଇ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି।  ଘଟଣାସ୍ଥଳରେ ଆଉ ଦୁଇ ଆତଙ୍କବାଦୀ ଲୁଚି ରହିଥିବାରୁ ଅପରେସନ ଜାରି ରହିଛି । ପରେ ଆଉ ୨ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି।

ଗତ ଏକମାସ ମଧ୍ୟରେ ଦକ୍ଷିଣ କାଶ୍ମୀରର ବିଭିନ୍ନ ସ୍ଥାନରେ ଏନକାଉଣ୍ଟରରେ ୮ ଆତଙ୍କବାଦୀ ନିପାତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଜୁଲାଇ ସୁଦ୍ଧା ୧୦କୋଟି ଲୋକଙ୍କୁ ମିଳିପାରିବ କରୋନା ଟିକା

କୁକୁର ବନ୍ଧା ଚେନ୍‌ରେ ପତ୍ନୀଙ୍କ ଗଳା ଚିପି ହତ୍ୟା କଲେ ସ୍ୱାମୀ, ୨ ମାସ ତଳେ ହୋଇଥିଲା ଲଭ୍‌ ମ୍ୟାରେଜ୍

‘ମୁଁ ଦୁଷ୍କର୍ମର ଶିକାର ହୋଇଥାନ୍ତି, ମୋତେ ମାରି ଦିଆଯାଇ ଥାନ୍ତା’

କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀଙ୍କୁ କରୋନା

ବିହାର ଇଲେକ୍ସନ ପ୍ରଚାର; କାହାକୁ ଜଙ୍ଗଲ୍ ରାଜ୍‌ର ଯୁବରାଜ କହିଲେ ମୋଦି ?

କରୋନା ସଂକ୍ରମିତ ବ୍ୟକ୍ତିଙ୍କ ମସ୍ତିଷ୍କକୁ ପ୍ରଭାବିତ କରୁଛି ଭୂତାଣୁ !

ଅନ୍ତର୍ଜାତୀୟ ବିମାନ ଉଡ଼ାଣ କଟକଣା ବଢ଼ିଲା

ନିକିତା ତୋମାର ମର୍ଡର କେଶ୍‌କୁ ନେଇ ରାଜନୀତି କରାଯାଉଥିବା ଅଭିଯୋଗ

ଭୁଲ୍‌ ପାଇଁ ଟ୍ୱିଟରକୁ ଲିଖିତ ଉତ୍ତର ମାଗିଲା ସଂଯୁକ୍ତ ସଂସଦୀୟ କମିଟି

ଏନଡିଏ ଯାହା କହେ, ତାହା କରେ-ପ୍ରଧାନମନ୍ତ୍ରୀ

ନଭେମ୍ବର ୫ରେ ବାୟୁସେନାରେ ସାମିଲ ହେବ ଆଉ ୩ ରାଫେଲ

କୋଟିଏ ଟଙ୍କାର ଦାମୀ କାର୍‌ ଜାଳିଦେଲେ ୟୁଟ୍ୟୁବର, ଭିଡିଓ ଭାଇରାଲ

You might also like