କେବେଠୁ ହେବ ୟୁଜି ଓ ପିଜି କ୍ଲାସ? ଜାଣନ୍ତୁ…

ନୂଆଦିଲ୍ଲୀ: ନଭେମ୍ବର ପହିଲାରୁ ହେବ ୟୁଜି ଓ ପିଜି କ୍ଲାସ। ଉଭୟ ଷ୍ଟ୍ରିମର ପ୍ରଥମ ବର୍ଷ କ୍ଲାସ ନଭେମ୍ବରରୁ ଆରମ୍ଭ ବୋଲି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ।

ସେ ଟ୍ବିଟ୍ କରି କହିଛନ୍ତି, ସ୍ଵତନ୍ତ୍ର କମିଟି ଦେଇଥିବା ଏକାଡେମିକ କ୍ୟାଲେଣ୍ଡରକୁ ୟୁଜିସି ଗ୍ରହଣ କରିଛି। କ୍ୟାଲେଣ୍ଡର ଅନୁସାରେ ଅକ୍ଟୋବର ୩୧ ସୁଦ୍ଧା ସରିବ ଆଡମିଶନ ପ୍ରକ୍ରିୟା ନଭେମ୍ବର ୧ରୁ ଆରମ୍ଭ ହେବ କ୍ଲାସ।

ମାର୍ଚ୍ଚ ୮ରୁ ୨୬ ମଧ୍ୟରେ ପରୀକ୍ଷା ହେବ ମାର୍ଚ୍ଚ ୨୭ରୁ ଏପ୍ରିଲ ୪ ଯାଏ ସେମିଷ୍ଟର ବ୍ରେକ୍, ୫ରୁ ସେମିଷ୍ଟର କ୍ଲାସ୍ ପୁଣି ଆରମ୍ଭ ହେବ, ଅଗଷ୍ଟ ୧ରୁ ୮ ଯାଏ ପରୀକ୍ଷା ପ୍ରସ୍ତୁତି ଏବଂ ଅଗଷ୍ଟ ୯ରୁ ୨୧ ବାର୍ଷିକ ପରୀକ୍ଷା ହେବ ବୋଲି ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ

ଗ୍ରାହକଙ୍କୁ ବନ୍ଧୁକ ଦେଖାଇ ବ୍ୟାଙ୍କରୁ ଲୁଟିନେଲେ ୭ ଲକ୍ଷ

ଆସୁଛି ୫ଜି ନେଟୱାର୍କ, ଚୀନ ବଦଳରେ ଆମେରିକା ସହ ହାତ ମିଳାଇଛି ଭାରତ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

କଙ୍ଗନାଙ୍କୁ ମୁମ୍ବାଇ ପୋଲିସ୍‌ର ସମନ

କରୋନା ଚିକିତ୍ସାରୁ ବାଦ୍ ପଡ଼ିପାରେ ପ୍ଲାଜ୍‌ମା ଥେରାପି

ବଜେପି ଛାଡ଼ିଲେ ବରିଷ୍ଠ ନେତା ଏକନାଥ ଖଡ଼ସେ; କହିଲେ, ଫଡ଼ନାଭିସଙ୍କ ପାଇଁ ଛାଡ଼ିଲି ଦଳ

ଆନ୍ଧ୍ର କନକ ଦୁର୍ଗା ମନ୍ଦିର ନିକଟରେ ଭୂସ୍ଖଳନ: ୪ ଫସି ରହିଥିବା ଆଶଙ୍କା

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବୋନସ୍ ଘୋଷଣା

ମଦ୍ରାସାକୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ବିଜେପି ସାଂସଦ

କିଛି ଦିନ ତଳେ କମିଥିଲା, ଏବେ ପୁଣି ବଢ଼ିଲା ସୁନା ଦର

୨୩ ଜଣ ବନ୍ଧୁଙ୍କୁ ନେଇ ରେଷ୍ଟୁରାଣ୍ଟରେ ପହଞ୍ଚିଲେ ଗର୍ଲଫ୍ରେଣ୍ଡ; ବିଲ୍‌ ଦେଖି ଦୌଡି ପଳାଇଲେ ପ୍ରେମିକ

ହାଥରସ୍‌ ଘଟଣା ପରେ ଧର୍ମ ପରିବର୍ତ୍ତନ କଲେ ବାଲ୍ମିକୀ ସମାଜର ୫୦ ପରିବାର

You might also like