ପାକିସ୍ତାନକୁ ଶକ୍ତ ଚାପୁଡା ମାରିଲା ଜାତିସଂଘ !

ଜେନେଭା : କାଶ୍ମୀର ପ୍ରସଙ୍ଗରେ ମୁଣ୍ଡ ଖେଳାଇବେ ନାହିଁ କହି ପାକିସ୍ତାନକୁ ଶକ୍ତ ଚାପୁଡା ମାରିଛି ଜାତିସଂଘ। କାଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା କରିବନି ବୋଲି ଜାତିସଂଘ କହିବା ପରେ ପୁଣି ଥରେ ଅନ୍ତର୍ଜାତୀୟ ସ୍ତରରେ ପାକିସ୍ତାନ ନିରାଶ ହୋଇଛି।

ଜାତିସଙ୍ଘର ଜେନେଭା ସ୍ଥିତି ମୁଖ୍ୟାଳୟରେ ଚାଲିଥିବା ଜାତିସଂଘ ମାନବାଧିକାର ପରିଷଦ ବୈଠକରେ ଆଜି ଏହି ପ୍ରସଙ୍ଗରେ ଜାତିସଂଘ ମହାସଚିବ ସ୍ପଷ୍ଟ କରିଛନ୍ତି ଯେ, କାଶ୍ମୀର ଏକ ଦ୍ୱିପାକ୍ଷିକ ପ୍ରସଙ୍ଗ। ଏହା ପୂର୍ବରୁ କାଲି ଜାତିସଂଘରେ ପାକିସ୍ତାନର ଧଜ୍ଜିଆ ଉଡ଼ାଇଥିଲା ଭାରତ।  ପାକିସ୍ତାନ କିଭଳି ଆତଙ୍କବାଦୀ କାର୍ଯ୍ୟକଳାପ ଚଳାଉଛି ସେ ସମ୍ପର୍କରେ ସୂଚନା ଦେଇଥିଲା।  କାଶ୍ମୀର ଦ୍ୱିପାକ୍ଷିକ ପ୍ରସଙ୍ଗ । ଏହି ପ୍ରସଙ୍ଗରେ ମଧ୍ୟସ୍ଥତା ଲୋଡ଼ାନାହିଁ ବୋଲି ରୋକଠୋକ୍ ଶୁଣାଇ ଦେଇଥିଲା ଭାରତ।

ଆହୁରି ପଢ଼ନ୍ତୁ

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ଚୀନକୁ ଚେକ୍ ଦେବା ପାଇଁ LACରେ ଜଗିଛି ’ନିର୍ଭୟ’

You might also like