ଚୀନ୍‌ରୁ ଆମଦାନୀ ହେଉଥିବା ୫‌ ସାମଗ୍ରୀ ବ୍ୟାନ୍‌ କଲା ଆମେରିକା

ୱାଶିଂଟନ୍‌: ଚୀନ୍ ବିରୋଧରେ ଆମେରିକା ପୁଣି କଠୋର ହୋଇଛି। ଚୀନରୁ ଆମଦାନୀ ହେଉଥିବା ୫ ପ୍ରକାରର ସାମଗ୍ରୀ ଉପରେ ବ୍ୟାନ୍ ଲଗାଇଛି ଆମେରିକା।

ଚୀନର ଜିନଜାଙ୍ଗ୍ ପ୍ରୋଭିନ୍ସରୁ ଆମଦାନୀ ହେଉଥିବା ୫ଟି ସାମଗ୍ରୀକୁ ବ୍ୟାନ୍ କରାଯାଇଛି। ଏହି ୫ ସାମଗ୍ରୀ ହେଲା- କଟନ, ହେୟାର ପ୍ରଡକ୍ଟସ୍‌, କମ୍ୟୁଟର ଉପକରଣ ଓ କିଛି ଟେକ୍ସଟାଇଲ୍।

ଏ ସବୁ କ୍ଷେତ୍ରରେ ଚୀନ୍‌ରେ ବେଆଇନ୍‌ ଭାବେ ଶ୍ରମିକଙ୍କୁ ବନ୍ଧକ ରଖି କାମ କରାଯାଉଥିବାରୁ ଟ୍ରମ୍ପ ପ୍ରଶାସନ ଏଭଳି କଡ଼ା ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।

ସୂଚନାଥାଉ କି, ଏହାପୂର୍ବରୁ ଆମେରିକା ଚୀନ୍‌ର ୨୪ଟି କମ୍ପାନୀକୁ ବ୍ୟାନ୍‌ କରିଥିଲା।

ପଢ଼ନ୍ତୁ: ୨୪ ଚାଇନିଜ୍‌ କମ୍ପାନୀକୁ ବ୍ୟାନ୍‌ କଲା ଆମେରିକା

ଆହୁରି ପଢ଼ନ୍ତୁ

କମିଲା ସୁନା ଓ ରୂପା ଦର

ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ…

ଶିବାଙ୍ଗୀ ସିଂ ହେବେ ଲଢୁଆ ବିମାନ ରାଫେଲ୍‌ର ପ୍ରଥମ ମହିଳା ପାଇଲଟ୍‌

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

You might also like