ନଭେମ୍ବର ୧ ସୁଦ୍ଧା ଆସିବ କରୋନା ଭ୍ୟାକ୍‌ସିନ୍ !

ୱାଶିଂଟନ୍‌: କରୋନା ଭ୍ୟାକ୍‌ସିନ୍‌କୁ ନେଇ ଏକ ଉତ୍ସାହଜନକ ଖବର। ନଭେମ୍ବର ୧ ସୁଦ୍ଧା କରୋନା ଭ୍ୟାକ୍‌ସିନ୍‌ର ବିତରଣ ପାଇଁ ପ୍ରସ୍ତୁତ ରହିବାକୁ ଟ୍ରମ୍ପ ପ୍ରଶାସନ ପକ୍ଷରୁ ଆମେରିକାର ସବୁ ରାଜ୍ୟମାନଙ୍କୁ କୁହାଯାଇଛି।

ଆମେରିକା ପକ୍ଷରୁ କରୋନା ଭ୍ୟାକ୍‌ସିନ୍ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ସୂଚନା ମିଳିଛି।

ଆମେରିକା ରାଷ୍ଟ୍ରପତି ନିର୍ବାଚନର ଦୁଇ ଦିନ ପୂର୍ବରୁ ଅର୍ଥାତ୍‌ ନଭେମ୍ବର ୧ ସୁଦ୍ଧା ଭ୍ୟାକ୍‌ସିନ୍‌ର ବିତରଣ ପାଇଁ ପ୍ରସ୍ତୁତ ରହିବାକୁ ଟ୍ରମ୍ପ ପ୍ରଶାସନ ପକ୍ଷରୁ ଆମେରିକାର ସବୁ ରାଜ୍ୟମାନଙ୍କୁ କୁହାଯାଇଛି। ଏନେଇ ଅଗଷ୍ଟ ୨୭ରେ ଆମେରିକାର ସେଣ୍ଟର ଫର ଡିଜିଜ୍ କଣ୍ଟ୍ରୋଲ ଏଣ୍ଡ ପ୍ରିଭେନସନ୍‌ର ଡାଇରେକ୍ଟର ସବୁ ରାଜ୍ୟର ଗଭର୍ଣ୍ଣରମାନଙ୍କୁ ଚିଠି ଲେଖିଥିଲେ।

ସୂଚନାଥାଉ କି, ମହାମାରୀ କରୋନାର ମୁକାବିଲା ପାଇଁ ବିଭିନ୍ନ ଦେଶ ପକ୍ଷରୁ କରୋନା ଭ୍ୟାକ୍‌ସିନ୍‌ ପ୍ରସ୍ତୁତ କରାଯାଉଛି। ଏହି ଭ୍ୟାକ୍‌ସିନ୍‌ ଗୁଡିକର ହ୍ୟୁମାନ୍‌ ଟ୍ରାଏଲ୍‌ ବିଭିନ୍ନ ପର୍ଯ୍ୟାୟରେ ଚାଲୁ ରହିଛି।

ଆହୁରି ପଢ଼ନ୍ତୁ

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

୨୪ ଘଣ୍ଟାରେ ସୁସ୍ଥ ହେଲେ ୪୧୦୧ କରୋନା ଆକ୍ରାନ୍ତ

ହ୍ୱାଟ୍ସଆପ୍‌ ଜରିଆରେ ଲୋକଙ୍କୁ ମିଳିବ କରୋନା ପରାମର୍ଶ

Bhubaneswar Corona News: ୩୦୫ କରୋନା ପଜିଟିଭ ଚିହ୍ନଟ, ୨୧୫ ଲୋକାଲ୍‌ କେସ

ଦେଶରେ ଦିନକରେ ୯୬ହଜାର ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

You might also like