ଆତତାୟୀଙ୍କ ଗୁଳିମାଡ଼ରେ ୫ ମୃତ

ନୂଆଦିଲ୍ଲୀ:ଆମେରିକାର ଟେକସାସ୍‌ର ମିଡ୍‌ଲ୍ୟାଣ୍ଡ୍‌ ନିକଟ ଓଡେଶା ଅଞ୍ଚଳରେ ଆତତାୟୀଙ୍କ ଆଖିବୁଜା ଗୁଳିମାଡ଼ରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୨୧ ଜଣ  ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ପୁଲିସର କହିବା ଅନୁସାରେ, ଗତକାଲି  ଦୁଇ ଜଣ ଆତତାୟୀ ପ୍ରଥମେ  ଏକ ଟ୍ରକ୍‌କୁ ହାଇଜାକ୍‌  କରିଥିଲେ। ଏହାପରେ ଗୁଳିମାଡ଼ କରିଥିଲେ। ତେବେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏହାର ପାଲଟା ଜବାବ ଦିଆଯାଇଥିଲା। ଏଥିରେ  ଜଣେ ଆତତାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ଗତମାସରେ  ଆମେରିକାର ଟେକସାସ୍‌ ଓ  ଅହିୟାରେ ଦୁଇଟି ଭିନ୍ନ ଭିନ୍ନ ଗୁଳିମାଡ଼ ଘଟଣାରେ  ୨୯ ଜଣଙ୍କ ମୃତ୍ୟୁ ଘଟିଥିଲା। ଏଥିସହ ୪୦ରୁ ଅଧିକ  ଲୋକ ଆହତ ହୋଇଥିଲେ।

ଆହୁରି ପଢ଼ନ୍ତୁ

କିଛି ଦିନ ତଳେ କମିଥିଲା, ଏବେ ପୁଣି ବଢ଼ିଲା ସୁନା ଦର

୨୩ ଜଣ ବନ୍ଧୁଙ୍କୁ ନେଇ ରେଷ୍ଟୁରାଣ୍ଟରେ ପହଞ୍ଚିଲେ ଗର୍ଲଫ୍ରେଣ୍ଡ; ବିଲ୍‌ ଦେଖି ଦୌଡି ପଳାଇଲେ ପ୍ରେମିକ

ହାଥରସ୍‌ ଘଟଣା ପରେ ଧର୍ମ ପରିବର୍ତ୍ତନ କଲେ ବାଲ୍ମିକୀ ସମାଜର ୫୦ ପରିବାର

ପାକିସ୍ତାନରେ ବିସ୍ଫୋରଣ: ୩ ମୃତ

ଶତ୍ରୁ ପାଖରେ ବି ମହନୀୟତା ଦେଖାଇଲେ ଭାରତୀୟ ଯବାନ; ଧରାପଡ଼ିଥିବା ଚୀନ ସେନାଙ୍କୁ ଫେରାଇ ଦେଲେ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ରୁ କେମିତି ଶେୟାର୍ ହେଲା ପର୍ଣ୍ଣୋଗ୍ରାଫିକ୍ ଭିଡିଓ ?‌

୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କଲା ସେନା; ଦୁଇ ଦିନରେ ୪ ମୃତ

ଡ୍ରଗ୍ସ କାରବାର ମାମଲାରେ ବିଚାର କରୁଥିବା NDPSର ସ୍ୱତନ୍ତ୍ର ବିଚାରପତିଙ୍କୁ ବୋମାମାଡ଼ ଧମକ: ଦୁଇ ଅଟକ

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ ହ୍ୟାକ୍

ଚୀନ୍‌ର କରୋନା ଭ୍ୟାକ୍ସିନ ସମ୍ପୂର୍ଣ୍ଣ ସୁରକ୍ଷିତ: ବ୍ରାଜିଲ୍‌

You might also like