ବାୟୋକେମିକାଲ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ
ବାପୀ: ଗୁଜରାଟ ବଲସାଡର ବାପୀରେ ଏକ ବାୟୋକ୍ୟାମିକଲ ଫ୍ୟାକ୍ଟ୍ରିରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଘଟଣା ସ୍ଥଳରେ ୮ରୁ ଅଧିକ ଦମକଳ ଗାଡ଼ି ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଛି। ନିଆଁ ଲିଭା କାର୍ଯ୍ୟ ଜାରି ରହିଥିବାରୁ କ୍ଷୟକ୍ଷତି ନେଇ ଏପର୍ଯ୍ୟନ୍ତ କୌଣସି ଖବର ଆସିନାହିଁ।
#WATCH Gujarat: Fire breaks out at a chemical factory in Vapi, Valsad. More than 8 fire tenders are at the spot. More details awaited. pic.twitter.com/ELsVSD2x1W
— ANI (@ANI) August 8, 2020
ଆଜି ହଠାତ ଅପରାହ୍ନରେ ବାୟୋକ୍ୟାମିକଲ କମ୍ପାନୀରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲେ। ନିଆଁ ଏତେ ପ୍ରଖର ଥିଲା ଯେ ସାରା ଆକାଶ କଳା ଧୂଆଁରେ ଆଚ୍ଛାଦିତ ହୋଇଯାଇଛି।