ବାୟୋକେମିକାଲ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ

ବାପୀ: ଗୁଜରାଟ ବଲସାଡର ବାପୀରେ ଏକ ବାୟୋକ୍ୟାମିକଲ ଫ୍ୟାକ୍ଟ୍ରିରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଘଟଣା ସ୍ଥଳରେ ୮ରୁ ଅଧିକ ଦମକଳ ଗାଡ଼ି ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଛି। ନିଆଁ ଲିଭା କାର୍ଯ୍ୟ ଜାରି ରହିଥିବାରୁ କ୍ଷୟକ୍ଷତି ନେଇ ଏପର୍ଯ୍ୟନ୍ତ କୌଣସି ଖବର ଆସିନାହିଁ।

ଆଜି ହଠାତ ଅପରାହ୍ନରେ ବାୟୋକ୍ୟାମିକଲ କମ୍ପାନୀରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲେ। ନିଆଁ ଏତେ ପ୍ରଖର ଥିଲା ଯେ ସାରା ଆକାଶ କଳା ଧୂଆଁରେ ଆଚ୍ଛାଦିତ ହୋଇଯାଇଛି।

 

ଆହୁରି ପଢ଼ନ୍ତୁ

ପ୍ଲେ’ ଷ୍ଟୋରକୁ ପୁଣି ଫେରିଲା Paytm

ଚୀନକୁ ଆଉଏକ ଝଟ୍‌କା, ଏହି ଦେଶରେ ବି ବ୍ୟାନ୍ ହେଲା TikTok

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

ଡ୍ରଗ୍ସ ଲିଙ୍କ୍ ମାମଲାରେ ଆଉଜଣେ ପେଡଲର୍ ଗିରଫ

ଏଣିକି କୁକୁରଙ୍କ ପାଇଁ ବ୍ଲଡ୍ ବ୍ୟାଙ୍କ୍

ମୃତ୍ୟୁ ପୂର୍ବରୁ ଶେଷଥର ପାଇଁ କାହାକୁ କଲ୍‌ କରିଥିଲେ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ଦିଶା ?

କରୋନା ପଜିଟିଭ୍‌ କହି ପତ୍ନୀଙ୍କ ପାଖରୁ ଖସିଗଲେ, ଗର୍ଲଫ୍ରେଣ୍ଡ୍‌ଙ୍କ ସହ ଧରାପଡ଼ିଲେ

ନୂଆ କୃଷି ବିଲ୍‌‌କୁ କାହିଁକି ଡରୁଛନ୍ତି ଚାଷୀ ?

ଦେଶରେ ଦିନକରେ ୯୬ହଜାର ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ

ୱାଶ୍‌ରୁମ୍‌ରୁ ମିଳିଲା ଜଣାଶୁଣା ଫ୍ୟାଶନ୍‌ ଡିଜାଇନର୍‌ଙ୍କ ମୃତଦେହ

ବିରୋଧ ସତ୍ତ୍ୱେ ଲୋକସଭାରେ ପାରିତ ହେଲା କୃଷି ବିଲ

ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

You might also like