ଟଳିଲା ବାତ୍ୟା ‘ହିକ୍କା’ ବିପଦ

ନୂଆଦିଲ୍ଲୀ: ଦୁର୍ବଳ ହେଲା ଭେରି ସିଭିୟର୍‌ ସାଇକ୍ଲୋନିକ୍‌ ଷ୍ଟର୍ମ(ଘୂର୍ଣ୍ଣିଝଡ଼) ‘ହିକ୍କା’। ଏହା ଡିପ୍‌ ଡିପ୍ରେସନ୍‌ରେ ପରିଣତ ହେବାପରେ ଦୁର୍ବଳ ହୋଇଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମଙ୍ଗଳବାର ରାତିରେ ଓମାନ ଉପକୂଳ ଦେଇ ଗତି କଲାବେଳେ ସାମୁଦ୍ରିକ ଘୂର୍ଣ୍ଣିଝଡ଼ ‘ହିକ୍କା’ ସିଭିୟର୍‌ ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇ ଧୀରେଧୀରେ ଦୁର୍ବଳ ହୋଇଥିଲା। ଏହାପରେ ଏହି ସାମୁଦ୍ରିକ ଘୂର୍ଣ୍ଣିଝଡ଼ ପଶ୍ଚିମଦିଗ ଆଡ଼କୁ ଗତି କରିଥିଲା। ‘ହିକ୍କା’  ଓମାନ ଉପକୂଳ ଦେଇ ଅତିକ୍ରମ କରିବା ବେଳେ ଘଣ୍ଟାପ୍ରତି ପବନର ବେଗ ୧୨୦ରୁ ୧୩୦ କି.ମି. ଥିଲା।

ଗତକାଲି ଡିପ୍ରେସନ୍‌ ୱେଲ୍‌ ମାର୍କଡ୍‌ ଲୋ’ରେ ପରିଣତ ହୋଇ ଦକ୍ଷିଣ ଓମାନ ଉପରେ ଦୁର୍ବଳ ହୋଇଥିଲା।

ଆରବ ସାଗର ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଥିଲା। ସୋମବାର ଏହା ବାତ୍ୟା ‘ହିକ୍କା’ରେ ପରିଣତ ହୋଇଥିଲା।

ଆହୁରି ପଢ଼ନ୍ତୁ

ଚାଇନା ରାଷ୍ଟ୍ରପତିଙ୍କୁ ନିନ୍ଦା କଲେ ଦଣ୍ଡ ୧୮ ବର୍ଷ ଜେଲ

୨୦୧୫ରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ ଖର୍ଚ୍ଚ ହୋଇଛି ୫୦୦ କୋଟିରୁ ଅଧିକ ଟଙ୍କା

ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍‌ ପଡ଼ିଲା ଆଳୁ, ପିଆଜ, ଡାଲି

କେବେଠୁ ହେବ ୟୁଜି ଓ ପିଜି କ୍ଲାସ? ଜାଣନ୍ତୁ…

ସବୁଜିମାରେ ହସିବ ମରୁଭୂମି; ୭ ଘଣ୍ଟାରେ ହୋଇପାରିବ ଚାଷ ଉପଯୋଗୀ

୨୮ରୁ ଏହି ରାଜ୍ୟରେ ଖୋଲିବ ସ୍କୁଲ

ଦୀପିକାଙ୍କୁ କଙ୍ଗନାଙ୍କ କଟ୍ଟାକ୍ଷ: ‘ମାଲ୍ ହେ କ୍ୟା’

ବିରାଟ୍ କୋହଲିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ମୋଦି

୫୫ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କାର୍ ଚକାରୁ ମିଳିଲା ବିରାଟକାୟ ଅଜଗର

ଆମେରିକାକୁ ଧମକ ଦେଇ ଚୀନ କହିଲା-ଉଡାଇ ଦେବୁ

ଇତିିହାସରେ ପ୍ରଥମ: ଭାରତୀୟ ନୌସେନାରେ ନିଯୁକ୍ତି ପାଇଲେ ଦୁଇ ମହିଳା ଅଫିସର

You might also like