ବିଜେପି ବିଧାୟକ ମୃତ୍ୟୁ ଘଟଣା: ହତ୍ୟା ମାମଲା ରୁଜୁ କଲା CID

କୋଲକାତା: ବରିଷ୍ଠ ବିଜେପି ନେତା ତଥା ବିଧାୟକ ଦେବେନ୍ଦ୍ର ନାଥ ରୟଙ୍କ ମୃତ୍ୟୁ ଘଟଣାରେ ପଶ୍ଚିମବଙ୍ଗ ସିଆଇଡି ହତ୍ୟା ମାମଲା ରୁଜୁ କରିଛି। ବିଧାୟକଙ୍କ ପତ୍ନୀଙ୍କ ଅଭିଯୋଗ କ୍ରମେ କ୍ରାଇମବ୍ରାଞ୍ଚ ହତ୍ୟା ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ଚଳାଇଛି।

ବିଧାୟକଙ୍କ ପକେଟରୁ ମିଳିଥିବା ସୁଇସାଇଡ୍ ନୋଟ୍‌ରେ ଯେଉଁ ଦୁଇ ଜଣଙ୍କ ନାଁ ଲେଖାଥିଲା ସେମାନଙ୍କୁ ମଧ୍ୟ କ୍ରାଇବ୍ରାଞ୍ଚ ଜେରା କରିଥିବା ସୂଚନା ମିଳିଛି।

ଗତ ୧୩ ତାରିଖରେ ପଶ୍ଚିମବଙ୍ଗ ଉତ୍ତର ଦିଞ୍ଜାପୁର ଜିଲ୍ଲା ହେମତାବାଦ ଅଞ୍ଚଳରେ ଝୁଲନ୍ତା ଅବସ୍ଥାରେ ଦେବେନ୍ଦ୍ର ନାଥଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ହତ୍ୟା ଅଭିଯୋଗ ଆଣିଥିଲେ ପରିବାର ଲୋକ। ବିଜେପି ମଧ୍ୟ ଘଟଣାର ସିବିଆଇ ତଦନ୍ତ ଦାବି କରି ଦଳ ପକ୍ଷରୁ ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ ସହ ବନ୍ଦ ପାଳନ କରିଥିଲା।

ବିଜେପି ପକ୍ଷରୁ ଏହାକୁ ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି କୁହାଯିବା ସହ ଓ ଏହା ପଛରେ ଶାସକ ଦଳ ଟିଏମସିର ହାତ ଥିବା ଦଳ ଦାବି କରିଛି।

ଆହୁରି ମଧ୍ୟ ପଢ଼ନ୍ତୁ: ଝୁଲନ୍ତା ଅବସ୍ଥାରେ ମିଳିଲା ବିଜେପି ବିଧାୟକଙ୍କ ମୃତଦେହ

ଆହୁରି ପଢ଼ନ୍ତୁ

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ଚୀନକୁ ଚେକ୍ ଦେବା ପାଇଁ LACରେ ଜଗିଛି ’ନିର୍ଭୟ’

You might also like