ସୁନା, ରୂପା ଦରରେ ବଡ଼ ଧରଣର ହ୍ରାସ

ନୂଆଦିଲ୍ଲୀ: ବିଗତ ୫ ସପ୍ତାହ ଧରି ସୁନା ଦର ହ୍ରାସ ପାଉଥିବାବେଳେ ସୋମବାର ଆହୁରି କମିଛି। ଚୀନ-ଆମେରିକା ମଧ୍ୟରେ ବ୍ୟାବସାୟିକ ସମ୍ପର୍କରେ ସୁଧାର ଆସିବା ସତ୍ତ୍ୱେ ସୁନାଦରରେ ଲଗାତାର ହ୍ରାସ ଘଟୁଛି।  ଆନ୍ତର୍ଜାତିକ ବଜାରରେ ସ୍ପଟ ଗୋଲ୍‌ଡ ଦର ୦.୫ ପ୍ରତିଶତ ହ୍ରାସ ପାଇ ୧,୯୩୪.୯୧ ଡଲାରରେ ରହିଛି।

ଭାରତରେ ଗତ ସପ୍ତାହରୁ ସୁନା ଦର କମିବାରେ ଲାଗିଛି। ଶୁକ୍ରବାର ସୁନା ଦର ୧.୫ ପ୍ରତିଶତ ହ୍ରାସ ପାଇ ପ୍ରତି ୧୦ ଗ୍ରାମ ପିଛା ୫୨, ୧୭୦ ଥିଲା। ଗତ ସପ୍ତାହରେ ସୁନା ଦର ୧୦ ଗ୍ରାମ ପିଛା ୨, ୬୦୦ କମିଥିଲା। ଏଠି କହି ରଖିବୁ ଅଗଷ୍ଟ ୭ ତାରିଖ ସୁନା ଦର ୫୬, ୨୦୦ରେ ଟ୍ରେଣ୍ଡ କରୁଥିବାବେଳେ ଏବେ ପ୍ରାୟ ୪ ହଜାର ଟଙ୍କା ହ୍ରାସ ପାଇଛି।

ସେହିପରି ରୂପା ୫.୫ ପ୍ରତିଶତ ହ୍ରାସ ପାଇ କିଲୋଗ୍ରାମ ପିଛା ୬୭, ୨୨୦ ଟଙ୍କା ରହିଛି। ଗତ ସପ୍ତାହ ତୁଳନାରେ ରୂପା ଦର ୪୦୦୦ ଟଙ୍କା ହ୍ରାସ ପାଇଛି।

ଆହୁରି ପଢ଼ନ୍ତୁ

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ପ୍ଲେ’ ଷ୍ଟୋରକୁ ପୁଣି ଫେରିଲା Paytm

ଚୀନକୁ ଆଉଏକ ଝଟ୍‌କା, ଏହି ଦେଶରେ ବି ବ୍ୟାନ୍ ହେଲା TikTok

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

ଡ୍ରଗ୍ସ ଲିଙ୍କ୍ ମାମଲାରେ ଆଉଜଣେ ପେଡଲର୍ ଗିରଫ

ଏଣିକି କୁକୁରଙ୍କ ପାଇଁ ବ୍ଲଡ୍ ବ୍ୟାଙ୍କ୍

ମୃତ୍ୟୁ ପୂର୍ବରୁ ଶେଷଥର ପାଇଁ କାହାକୁ କଲ୍‌ କରିଥିଲେ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ଦିଶା ?

କରୋନା ପଜିଟିଭ୍‌ କହି ପତ୍ନୀଙ୍କ ପାଖରୁ ଖସିଗଲେ, ଗର୍ଲଫ୍ରେଣ୍ଡ୍‌ଙ୍କ ସହ ଧରାପଡ଼ିଲେ

ନୂଆ କୃଷି ବିଲ୍‌‌କୁ କାହିଁକି ଡରୁଛନ୍ତି ଚାଷୀ ?

ଦେଶରେ ଦିନକରେ ୯୬ହଜାର ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ

ୱାଶ୍‌ରୁମ୍‌ରୁ ମିଳିଲା ଜଣାଶୁଣା ଫ୍ୟାଶନ୍‌ ଡିଜାଇନର୍‌ଙ୍କ ମୃତଦେହ

ବିରୋଧ ସତ୍ତ୍ୱେ ଲୋକସଭାରେ ପାରିତ ହେଲା କୃଷି ବିଲ

You might also like